ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା; ଘଣ୍ଟାକୁ ଦର୍ଶନ କରିବେ ୧୦ ହଜାର ଶ୍ରଦ୍ଧାଳୁ
ପୁରୀ: ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନକୁ ଅଧିକ ସୁବ୍ୟବସ୍ଥିତ କରିବା ସହ ଭିଡ଼ ନିୟନ୍ତ୍ରଣ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା ହୋଇଛି। ଏହି ବ୍ୟବସ୍ଥା ଦ୍ୱାରା ଘଣ୍ଟାକ ମଧ୍ୟରେ ପ୍ରାୟ ୧୦ ହଜାର ଭକ୍ତ ଦର୍ଶନ କରିପାରିବେ ବୋଲି…