ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ଦୁଇ ଲୋକୋ ପାଇଲଟ୍‌ଙ୍କ ବୟାନ ରେକର୍ଡ

ବାଲେଶ୍ୱର ଜିଲ୍ଲା ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣା ପ୍ରତ୍ୟକ୍ଷଦର୍ଶୀ ତଥା କରମଣ୍ଡଳ ଏକ୍ସପ୍ରେସର ୨ ଆହତ ଲୋକୋ ପାଇଲଟ୍ ଭୁବନେଶ୍ୱର...