ଦାଦନ ଖଟିବାକୁ ଗଲା ବେଳେ ୧୫ ଶିଶୁ ଶ୍ରମିକ ଉଦ୍ଧାର
ମାଲକାନଗିରି : ଦାଦନ ଖଟିବାକୁ ଗଲା ବେଳେ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । ୧୫ ଶିଶୁଙ୍କୁ ଉଦ୍ଧାର କଲା ପୋଲିସ। ମାଲକାନଗିରି ଜିଲ୍ଲାରୁ ଆନ୍ଧ୍ରପ୍ରଦେଶକୁ ଶିଶୁ ଶ୍ରମିକ ଚାଲାଣ ହେଉଥିଲେ । ଏଥିରେ ୧୫ଜଣ ନାବାଳକ ଓ ନାବାଳିକା ଆନ୍ଧ୍ର…
ମାଲକାନଗିରି : ଦାଦନ ଖଟିବାକୁ ଗଲା ବେଳେ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । ୧୫ ଶିଶୁଙ୍କୁ ଉଦ୍ଧାର କଲା ପୋଲିସ। ମାଲକାନଗିରି ଜିଲ୍ଲାରୁ ଆନ୍ଧ୍ରପ୍ରଦେଶକୁ ଶିଶୁ ଶ୍ରମିକ ଚାଲାଣ ହେଉଥିଲେ । ଏଥିରେ ୧୫ଜଣ ନାବାଳକ ଓ ନାବାଳିକା ଆନ୍ଧ୍ର…
ଭୁବନେଶ୍ବର: ଆଜିଠୁ କାଳବୈଶାଖୀ, ତାତିରୁ ମିଳିବ ଆଶ୍ୱସ୍ତି । ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଓଡ଼ିଶା ଆକାଶରେ ଏକ ‘ଟ୍ରପ୍ ଲାଇନ୍’ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା…
ନୂଆଦିଲ୍ଲୀ: ଆପ ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ପଶ୍ଚିମବଙ୍ଗର ବାଲିଗଞ୍ଜରେ ନିର୍ବାଚନ ରାଲିକୁ ସମ୍ବୋଧିତ କରି ତୃଣମୂଳ କଂଗ୍ରେସ ପାଇଁ ପ୍ରଚାର କରିଛନ୍ତି। କିଛି ନିର୍ଦ୍ଦିଷ୍ଟ ବିଧାନସଭାରେ ନିର୍ବାଚନ ସମୟରେ ସୁରକ୍ଷା ବାହିନୀ ମୁତୟନ ଉପରେ ପ୍ରଶ୍ନ ଉଠାଇ ଏହାକୁ…
ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରଣାଳୟ ପୂର୍ବତନ କ୍ରିକେଟର ଓ ରାଜ୍ୟସଭା ସାଂସଦ ହରଭଜନ ସିଂହଙ୍କୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି । ପଞ୍ଜାବ ସରକାରଙ୍କ ଦ୍ବାରା ସୁରକ୍ଷା ପ୍ରତ୍ୟାହାର କରାଯିବାର କିଛି ଘଣ୍ଟା ପରେ କେନ୍ଦ୍ର ସରକାର ହରଭଜନ ସିଂହଙ୍କୁ ସିଆରପିଏଫ୍…
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଭିଣ୍ଡ ଜିଲ୍ଲାର ଗୋପାଳପୁରା ଷ୍ଟେଟ ହାଇଓେ୍ବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଠାରେ ଏକ ଦ୍ରୁତଗାମୀ ବସ୍ ବାଇକରେ ଥିବା ୪ ସାଙ୍ଗକୁ ଚାପି ଦେଇଥିଲା । ଭୟଙ୍କର ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ଜୀବନ…
ପଞ୍ଜାବ : ଆମ୍ ଆଦମୀ ପାର୍ଟି ଛାଡିବା ପରେ ରାଜ୍ୟସଭା ସାଂସଦ ହରଭଜନ ସିଂଙ୍କୁ ବଡ଼ ଝଟକା ଦେଇଛନ୍ତି ପଞ୍ଜାବ ସରକାର । ପଞ୍ଜାବ ସରକାର ହରଭଜନ ସିଂଙ୍କ Z+ ସୁରକ୍ଷାକୁ ହଟାଇ ଦେଇଛନ୍ତି । ହରଭଜନ ସିଂଙ୍କ ପିଏକୁ ତାଙ୍କ…
ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନବନ୍ଦରରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସ୍ବିଜରଲାଣ୍ଡ ଜୁରିଚ୍ ଯିବାକୁ ଥିବା ସ୍ବିସ୍ ଏୟାରଲାଇନ୍ସର ବିମାନ ଉଡ଼ାଣ ଭରୁଥିବା ସମୟରେ ଇଂଜିନରେ ନିଆଁ ଲାଗିଯାଇଥିଲା । ବିମାନ ଇଂଜିନରେ ନିଆଁ ଲାଗିବା…
ନୂଆଦିଲ୍ଲୀ : ଟ୍ରମ୍ପଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୱାଶିଂଟନ୍ ଡିସିରେ ଘଟିଥିବା ଘଟଣାରେ ଡୋନାଲ୍ଡ ଟ୍ରମ୍ପ, ତାଙ୍କ ପତ୍ନୀ ଏବଂ ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ସୁରକ୍ଷିତ ଥିବା ଜାଣି ସେ…
ତେଲେଙ୍ଗାନା : ଆଜି ସକାଳେ ତେଲେଙ୍ଗାନାର ଆଲେର ରେଳ ଷ୍ଟେସନ ନିକଟରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ତେଲେଙ୍ଗାନାର ଭୁବନଗିରି ଜିଲ୍ଲାରେ ଥିବା ଅଲେର ରେଲୱେ ଷ୍ଟେସନ୍ ନିକଟରେ ଚାରମିନାର ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଯାତ୍ରୀଙ୍କ…
କଲମ୍ବିଆ: କଲମ୍ବିଆର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ହିଂସା ପୁଣି ଥରେ ଭୟଙ୍କର ରୂପ ନେଇଛି । ଶନିବାର ଦିନ ଏକ ବସରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତି କମରେ ୩୮ ଜଣ ଆହତ…