କୋର୍ଟ ଚାଲାଣ ବେଳେ ମେଡିକାଲ ପାଚେରୀ ଡେଇଁ କଏଦୀ ଫେରାର

ଜଗତସିଂହପୁର: କୋର୍ଟ ଚାଲାଣ ବେଳେ କଏଦୀ ଫେରାର । ଜଗତସିଂହପୁର ଜିଲ୍ଲା ବିରିଡ଼ି ଥାନାରୁ କୋର୍ଟ ଚାଲାଣ କରାଯିବା ବେଳେ ପୋଲିସକୁ ଚକମା ଦେଇ କଏଦୀ ଫେରାର ହୋଇଯାଇଛି । ବିରିଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଡାକ୍ତରୀ ମାଇନା କରିବାକୁ ପୋଲିସ ଆଣିଥିଲା…

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା

ଅନୁଗୋଳ: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା । ନିଜ ବାଡିରେ ଶାଗ ତୋଳୁଥିବା ବେଳେ ଘଟିଛି ଘଟଣା । ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ ଏନଟିପିସି ଥାନା ଅଞ୍ଚଳରେ ଘଟିଛି ଘଟଣା । ନାବାଳିକା ଜଣଙ୍କ ଶାଗ ତୋଳିବାକୁ ଯାଇଥିବା ବେଳେ…

ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ଫଳ

କଟକ : ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ମାଟ୍ରିକ ଫଳାଫଳ । ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ମୂଲ୍ୟାୟନ । ୫୧ ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ମାଟ୍ରିକ ଖାତା ଦେଖା । ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ…

ବିଏମସିର ଅନୁମତି ବିନା ମନଇଛା ଲଗାଇ ପାରିବେନି ହୋର୍ଡିଂ

ଭୁବନେଶ୍ୱର : ଏଣିକି ମନଇଛା ଲଗାଇ ପାରିବେନି ହୋର୍ଡିଂ । ମହାନଗର ନିଗମ ଅଞ୍ଚଳ ଭିତରେ ଯିଏ ଯେଉଁଠି ବି ହୋଡିଂ ଲଗେଇଲେ ବିଏମସି ଠାରୁ ନେବାକୁ ପଡିବ ଅନୁମତି । ହୋଡିଂ ଲଗାଇବା ଆଗରୁ ଷ୍ଟ୍ରକଚରାଲ ସାର୍ଟିଫିକେଟ ଏବଂ ଥାର୍ଡ…

କୂଅରେ ପଡ଼ି ହାତୀ ଛୁଆ ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ କାଠବାଉଁଶୁଳି ଗାଁରେ ପରିତ୍ୟକ୍ତ କୂଅରେ ପଡି ଏକ ହାତୀ ଛୁଆର ମୃତ୍ୟୁ ହୋଇଛି । ବିଳମ୍ବିତ ରାତିରେ ଏକ ୧୦ ଟିକିଆ ହାତୀପଲ ଯାଉଥିବା ସମୟରେ କୂଅରେ ଖସିପିଡ଼ିଥିଲା ହାତୀଛୁଆ । ଖବରପାଇ ଘଟଣାସ୍ଥଳରେ…

ମାର୍ଚ୍ଚ ୫ରେ ଓଡ଼ିଶା ଆସୁଛନ୍ତି ଅମିତ୍ ଶାହ

ଭୁବନେଶ୍ଵର: ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ୍ ଶାହ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ଗସ୍ତ ଏକ ସରକାରୀ କାର୍ଯ୍ୟର ଅଂଶ। ଏହାର ସୁଗମ…

ମାଓବାଦୀଙ୍କ ଦ୍ବାରା ନିର୍ମିତ ୨୦ରୁ ଉର୍ଦ୍ଧ୍ବ ସହିଦ ସ୍ତମ୍ଭ ଭାଙ୍ଗିଲେ ଗ୍ରାମବାସୀ

ମାଲକାନଗିରି: ୨୦ରୁ ଉର୍ଦ୍ଧ୍ବ ସହିଦ ସ୍ତମ୍ଭଗୁଡିକୁ ଭାଙ୍ଗିଲେ ସ୍ଥାନୀୟ ଗ୍ରାମବାସୀ । ସ୍ୱାଭିମାନ ଅଂଚଳ, ମାଥିଲି, କାଲିମେଳା, ଖଇରପୁଟରେ ଭାଙ୍ଗିଲେ ସହିଦ ସ୍ତମ୍ଭ । ଗାଁଲୋକେ ସ୍ୱେଚ୍ଛାକୃତ ଭାବରେ ମାଓଗଡ଼ରେ ସ୍ଥାପିତ ମାଓବାଦୀଙ୍କ ସହିଦ ସ୍ମାରକ ସ୍ତମ୍ବକୁ ଭାଙ୍ଗି ନଷ୍ଟ କରିଦେଇ…

ଅଧିକୃତ ଜମି ଦଖଲ କଲେ ଜମି ମାଲିକ

ରାଜଗାଙ୍ଗପୁର : ଶିଳ୍ପ ଦ୍ୱାରା ଅଧିକୃତ ଜମି ଦାଖଲ କଲେ ଜମି ମାଲିକ। ଜମିରେ ଲାଲ ପତାକା ଉଡ଼ାଇବା ସହ ପ୍ରଶାସନ ଓ ଶିଳ୍ପ ସଂସ୍ଥାକୁ ଚ୍ୟାଲେଞ୍ଜ କରିଛନ୍ତି ବିଧାୟକ ଓ ଶତାଧିକ ଗ୍ରାମବାସୀ। ଗତ ଡିସେମ୍ବର ୧୩ରେ ଏକ ଶିଳ୍ପ…

DGCAର ନୂଆ ନିୟମ, ଟିକେଟ୍ କ୍ୟାନସଲ୍ କଲେ ମିଳିବ ପୂରା ରିଫଣ୍ଡ

ନୂଆଦିଲ୍ଲୀ : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ଟିକେଟ୍ କ୍ୟାନ୍ସଲ୍ କଲେ ମିଳିବ ପୂରା ଟଙ୍କା । DGCA ଜାରି କଲା ନୂଆ ନିୟମ । ୪୮ ଘଣ୍ଟା ମଧ୍ୟରେ ଫ୍ରି କ୍ୟାନ୍ସଲ୍ । ୭ ଦିନରେ…

ସୁନେତ୍ରା ପାୱର ହେଲେ ଏନସିପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ମହାରାଷ୍ଟ୍ର : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ତଥା ଦିବଂଗତ ନେତା ଅଜିତ ପାୱରଙ୍କ ପତ୍ନୀ ସୁନେତ୍ର ପାୱରଙ୍କୁ ଏନସିପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଏହି ନିଷ୍ପତ୍ତି ପାର୍ଟିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି ।…