ସଂସଦ ଭବନ ଉଦ୍‌ଘାଟନକୁ ରାଷ୍ଟ୍ରପତି ମୁର୍ମୁଙ୍କୁ ନିମନ୍ତ୍ରଣ କରାଯାଇନି କହି ସରକାରଙ୍କୁ ସମାଲୋଚନା କଲେ ଖଡ଼ଗେ

ନୂଆଦିଲ୍ଲୀ: ନୂତନ ସଂସଦ ଭବନ ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିମନ୍ତ୍ରଣ କରାଯାଇ ନ ଥିବାରୁ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ ‘ବିଜେପି’ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ‘ବିଜେପି’ ସରକାର ବାରମ୍ବାର ‘ସାମ୍ବିଧାନିକ…

ରାତିରେ ବୁଦ୍ଧ ପାର୍କ ନିକଟରେ ଜାଳିଦେଲେ ଦୁଇ ଦାମୀ କାର

ଭୁବନେଶ୍ୱର: ଦୁଇ ଦାମୀ କାରରେ ନିଆଁରେ ଲଗେଇଲେ ଦୁର୍ବୃତ୍ତ। ନୀଳାଦ୍ରି ବିହାର ସ୍ଥିତ ବୁଦ୍ଧ ପାର୍କ ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ଦୁଇଟି ଦାମୀ କାରକୁ ନିଆଁ ଲଗେଇ ଦେଇଛନ୍ତି ଦୁର୍ବୃତ୍ତ। ବିଳମ୍ବିତ ରାତ୍ରୀରେ ନିଆଁ ଲାଗିଥିବା ବେଳେ ଘଟଣା ସ୍ଥଳରେ…

ଆସନ୍ତାକାଲି ସନ୍ଧ୍ୟାରେ ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଶୁକ୍ର

ଭୁବନେଶ୍ୱର: ଆସନ୍ତାକାଲି ସନ୍ଧ୍ୟାରେ ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଉଜ୍ଜ୍ୱଳ ଗ୍ରହ ଶୁକ୍ର | ୨୩ ତାରିଖ ଦିନ ସେମାନଙ୍କ ଭିତରେ କୋୖଣିକ ଦୂରତା ପ୍ରାୟ ୨ ଡିଗ୍ରୀ ରହିବ | ତା ପରଦିନ ସେମାନଙ୍କ ଭିତରେ କୋୖଣିକ ଦୂରତା ବଢ଼ିଯାଇ…

ସିଡନିରେ ପହଞ୍ଚିଲେ ମୋଦୀ, ମଙ୍ଗଳବାର ଭାରତୀୟଙ୍କୁ ସମ୍ବୋଧନ କରିବେ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦେଶ ଗସ୍ତର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି । ସିଡନିରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ସେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜଙ୍କ ସହ ଦ୍ବିପାକ୍ଷିକ ସଂପର୍କ…

ବିବିସିକୁ ସମନ ଜାରି କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ବିବାଦୀୟ ଡକ୍ୟୁମେଣ୍ଟାରି ମାମଲାରେ ଦିଲ୍ଲୀ ହାଇକୋର୍ଟ ବ୍ରିଟିଶ ବ୍ରଡକାଷ୍ଟିଂ କର୍ପୋରେସନ (ବିବିସି)କୁ ସମନ ଜାରି କରିଛନ୍ତି । ଏହି ଡକ୍ୟୁମେଣ୍ଟାରି ଭାରତ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାବମୂର୍ତ୍ତି ଖରାପ କରିଥିବା ଅଭିଯୋଗ କରି ଗୁଜରାଟର ଏକ ଏନଜିଓ ଏକ…

ହୁ ହୁ ହୋଇ ଜଳିଲା ପ୍ଲାଷ୍ଟିକ୍‌ ପାଇପ୍‌ ଗୋଦାମ

ସମ୍ବଲପୁର : ଭୟଙ୍କର ଅଗ୍ନିକାଣ୍ଡ । ହୁ ହୁ ହୋଇ ଜଳିଲା ପାଇପ୍‌ ଗୋଦାମ । ପ୍ରବଳ ନିଆଁ ଓ ଧୂଆଁରେ ସାରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଛି । ଏଦୃଶ୍ୟ ହେଉଛି ସମ୍ବଲପୁର ଜିଲ୍ଲା ଧମା ଥାନା ଗୁଣ୍ଡେଇପୁର ଅଞ୍ଚଳର ।…

ଦକ୍ଷିଣଭାରତୀୟ ଲୋକପ୍ରିୟ ଅଭିନେତା ଶରତବାବୁଙ୍କ ଦେହାନ୍ତ

ଚେନ୍ନାଇ : ଦକ୍ଷିଣ ଭାରତର ଭେଟେରାନ ଅଭିନେତା ଶରତ ବାବୁଙ୍କର ଆଜି ପରଲୋକ ହୋଇଯାଇଛି। ହାଇଦ୍ରାବାଦର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ସରତ ବାବୁ ଗତ…

ବଢ଼ିଲା ରସଗୋଲା ଦାମ୍, ୫ ଟଙ୍କିଆ ମିଠା ୬ ଟଙ୍କା, ୧୦ ଟଙ୍କିଆକୁ ୧୨ ଟଙ୍କା, ୨୦ ଟଙ୍କିଆକୁ ୨୫ ଟଙ୍କା

ଭୁବନେଶ୍ବର: ବଢ଼ିଲା ରସଗୋଲା ଦାମ୍ । କାଲିଠୁ ଲାଗୁ ହେବ ବର୍ଦ୍ଧିତ ଦର । ଦୁଇଦିନ ହେଲା ପାହାଳ ରସଗୋଲା ବଜାର ବନ୍ଦ ରହିଥିବା ବେଳେ କାଲି ଖୋଲିବ ସମସ୍ତ ଦୋକାନ। କାଲିଠୁ ନୂଆ ରେଟରେ ମିଳିବ ରସଗୋଲା ଏବଂ ଛେନାପୋଡ଼…

ଜେଲରେ ଥିବା ଆପ୍‌ ନେତା ସତ୍ୟେନ୍ଦ୍ର ଜୈନ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ : ଜେଲରେ ଥିବା ଆପ୍‌ ନେତା ସତ୍ୟେନ୍ଦ୍ର ଜୈନ ଆଜି ହଠାତ୍‌ ଅସୁସ୍ଥ ହୋଇ ପଡ଼ିଛନ୍ତି। ଏଥିପାଇଁ ତାଙ୍କୁ ତୁରନ୍ତ ଦିଲ୍ଲୀର ସଫଦର୍ଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହେଲେ ପ୍ରକୃତରେ ଜୈନଙ୍କର କ’ଣ ହୋଇଛି, ସେକଥା ଜଣାପଡ଼ିନି। ଏବେ ବି…

ବିକ୍ରମଙ୍କୁ ଅର୍ଥ, ସାରଦାଙ୍କୁ ଶ୍ରମ ଓ ସୁଦାମ ମାରାଣ୍ଡିଙ୍କୁ ମିଳିଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର : କ୍ୟାବିନେଟ ମନ୍ତ୍ରୀ ଭାବରେ ନୂଆ ଦାୟିତ୍ୱ ନେଇଥିବା ୩ ମନ୍ତ୍ରୀଙ୍କୁ ବଡ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ନବୀନ ସରକାର । ନୂଆ କରି ଶପଥ ଗ୍ରହଣ କରିଥିବା କ୍ୟାବିନେଟ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ରାଜ୍ୟ ସରକାର ସ୍କୁଲ ଏବଂ…