ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର,ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି
ନୂଆଦିଲ୍ଲୀ : ନିଟ୍-ୟୁଜି ପରୀକ୍ଷାର୍ଥୀମାନଙ୍କ ପାଇଁ ଖୁସିର ଖବର। ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି। ଏ ନେଇ ବଡ ଘୋଷଣା କରିଛି ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ (ଏନଟିଏ)।ନିଟ୍ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍କୁ ବୃଦ୍ଧି। ଆସନ୍ତା ୨୧ ତାରିଖରେ…