ପଞ୍ଜାବ ଲୁଧିଆନା ଗ୍ୟାସ ଲିକ୍‌ ଘଟଣା : ଏଫଆଇଆର ରୁଜୁ, ୧୧ ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ କ୍ଷତିପୂରଣ

ପଞ୍ଜାବ ଲୁଧିଆନାରେ ଗ୍ୟାସ୍‌ ଲିକ୍‌ ହୋଇ ୯ ଜଣ ମୃତ୍ୟୁବରଣ କରିଥିବା ବେଳେ ୧୧ ଜଣ ଗୁରୁତର ରହିଛନ୍ତି । ଏହି ଘଟଣାରେ ମୃତକଙ୍କ ପରିବାରକୁ ୨-୨ ଲକ୍ଷ ଟଙ୍କାର କ୍ଷତିପୂରଣ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଦେବାକୁ ଘୋଷଣା…

ଆଇଏସ୍‌ଆଇଏସ୍‌ ମୁଖ୍ୟ ଅବୁ ହୁସେନ୍‌ ଅଲ୍‌ କ୍ୟୁରେସୀ ନିହତ

ତୁର୍କୀର ବଡ଼ ମିଲିଟାରୀ ଅପରେସନ । ଆଇଏସ୍‌ଆଇଏସ୍‌ ମୁଖ୍ୟ ଅବୁ ହୁସେନ୍‌୍‌ ଅଲ୍‌ କ୍ୟୁରେସୀ ନିହତ । ସିରିଆରେ ପଶି ଆତଙ୍କୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌ର ସନ୍ଦିଗ୍ଧ ମୁଖ୍ୟକୁ ମାରିଲା ତୁର୍କୀ ସେନା । ଏହି ସୂଚନା ଦେଇଛନ୍ତି ତୁର୍କୀ ରାଷ୍ଟ୍ରପତି…

ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୮୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୫,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ…

କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡୀ ହସପିଟାଲରେ ଭର୍ତ୍ତି

କେନ୍ଦ୍ରୀୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡୀ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଗତକାଲି ରାତି ପ୍ରାୟ ୧୦ଟା ୫୦ ମିନିଟରେ ସ୍ୱାସ୍ଥ୍ୟବସ୍ଥା ବିଗିଡିବା କାରଣରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବା…

ଚଢ଼େଇ ଧରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ନାବାଳକଙ୍କ ମୃତ୍ୟୁ

ମାଲକାନଗିରି : ଚଢେଇ ଧରିବା ହେଲା କାଳ। ଚାଲିଗଲା ୨ ନାବାଳକଙ୍କ ଜୀବନ। ଗଛ ଉପରେ ଚଢ଼ି ଚଢ଼େଇ ଧରୁଥିବା ସମୟରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ଜଣ ନାବାଳକଙ୍କ ମୃତ୍ୟୁ ହୋଇଛି। ମାଲକାନଗିରି ଜିଲ୍ଲା କାଲିମେଳା…

ସୂର୍ଯ୍ୟା ହରିଜନଙ୍କୁ ମିଳିଲା ପ୍ରତିଶ୍ରୁତି, ଏବେ ଘରେ ପହଞ୍ଚିବ ପେନସନ ଟଙ୍କା

ଭିଡିଓ ଭାଇରାଲ ହେବା ସହ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉଦବେଗ ପ୍ରକାଶ କରିବା ପରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ଗ୍ରାମର ବୃଦ୍ଧା ସୂର୍ଯ୍ୟା ହରିଜନଙ୍କ ଘରେ ଆଜି ପହଞ୍ଚିଥିଲା ବ୍ୟାଙ୍କ ଟିମ୍। ନବରଙ୍ଗପୁର ଏସ୍‌ବିଆଇର ଚିଫ୍ ମ୍ୟାନେଜରଙ୍କ…

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୩୧ ନୂଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ୪୦୦ ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୩୧ ନୂଆ ଆକ୍ରାନ୍ତ । ଏହି ସମୟରେ ୬ହଜାର ୯୫୬ କୋଭିଡ୍‌ ଟେଷ୍ଟ ହୋଇଛି । ତେବେ କୋଭିଡରେ ଆଉ କେହି ପ୍ରାଣ ହରାଇ ନାହାନ୍ତି…

ଅଲିଭ୍ ରିଡ୍‌ଲେ: ଏଥର ଆସିଲେ ୧୧.୬୪ ଲକ୍ଷ; ଗହୀରମଥା, ଋଷିକୁଲ୍ୟା ମୁହାଣରେ ବଢ଼ିଲେ

ଭୁବନେଶ୍ବର : କୁହାଯାଏ ଅଲିଭ୍ ରିଡ୍‌ଲେଙ୍କ ଭୂସ୍ବର୍ଗ ହେଉଛି ଓଡ଼ିଶା ଉପକୂଳ। ବିଶ୍ବର ସମୁଦାୟ ଅଲିଭ୍ ରିଡ୍‌ଲେଙ୍କ ମଧ୍ୟରୁ ୫୦%ରୁ ଅଧିକ କେବଳ ଓଡ଼ିଶା ଉପକୂଳରେ ଦେଖିବାକୁ ମିଳିଥା’ନ୍ତି। ନଭେମ୍ବରରୁ ମାର୍ଚ୍ଚ ଦ୍ବିତୀୟ ସପ୍ତାହ ପର୍ଯ୍ୟନ୍ତ ସେମା‌ନେ ଅଣ୍ଡା ଦେଇଥା’ନ୍ତି। ସେହିପରି…

ଝାରସୁଗୁଡା ଉପ-ନିର୍ବାଚନ: ହାତ ଛାଡି ଶଙ୍ଖ ଧରିଲେ ମହେନ୍ଦ୍ର ନାଏକ

ଭୁବନେଶ୍ୱର : ଝାରସୁଗୁଡା ଉପ-ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା । ହାତ ଛାଡି ଶଙ୍ଖ ଧରିଲେ ମହେନ୍ଦ୍ର। ବିଜେଡି କାର୍ଯ୍ୟାଳୟରେ ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମହେନ୍ଦ୍ର। କଂଗ୍ରେସ ଛାଡି ବିଜେଡିରେ ମିଶିଲେ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ, ବାଛୁରିକୁ ମାରିି ଖାଇଲା

ନୂଆପଡା : କେଇ ଦିନ କମିଲା ପରେ ଏବେ ପୁଣି ବାଘ ଆତଙ୍କ। ନୂଆପଡ଼ା ଜିଲା ସଦର ବ୍ଲକ ଆମାନାରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ କଲରାପତରିଆ ବାଘ ଆତଙ୍କ । ବ୍ରାହ୍ମଣୀ ଗାଁର ଅଗିନ ରାଉତଙ୍କ ବାଛୁରୀ ଗାଁ…