ଭବାନୀପାଟଣା ଫରେଷ୍ଟର ତଥା ବହୁ ବେନାମୀ ଗାଡ଼ିର ମାଲିକ ଭାଗବତ ଭୂଷଣ ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ
ଭବାନୀପାଟଣା: କଳାହାଣ୍ଡିଜିଲ୍ଲା ଭବାନୀପାଟଣା ଉତ୍ତର ବନଖଣ୍ଡ ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ ଜଜ୍ଙ୍କ ସମ୍ମୁଖରେ ହାଜର କରାଯିବ। ଭବାନୀପାଟଣା ଭିଜିଲାନ୍ସ…
