ବନ୍ୟା ମୁକାବିଲା ପାଇଁ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ଅଗ୍ନିଶମ ବିଭାଗର ୬୦ ଟିମ୍ ନିୟୋଜିତ

ଭୁବନେଶ୍ୱର : ରାଜ୍ୟର ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ୬୦ଟି ସ୍ୱତନ୍ତ୍ର ଟିମ୍‌କୁ ପ୍ରଭାବିତ ଅଞ୍ଚଳରେ ନିୟୋଜିତ କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଏହି ଟିମ୍‌ଗୁଡ଼ିକ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ…

୧୯୮ ଅଧିକାରୀଙ୍କ ବଦଳି, ଅଗଷ୍ଟ ପହିଲା ସୁଦ୍ଧା କାର୍ଯ୍ୟରେ ଯୋଗ ନ ଦେଲେ ଦରମା ବନ୍ଦ

ଭୁବନେଶ୍ବର: ଓଡ଼ିଶା ଟିକସ ଓ ଆକାଉଣ୍ଟ ସେବା (ଓଟିଆଣ୍ଡଏଏସ୍‌) କ୍ୟାଡର୍‌ରେ ୧୯୮ ଅଧିକାରୀଙ୍କ ବଦଳି କରାଯାଇଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ବିଭିନ୍ନ ଜିଲାରେ ବ୍ଲକ୍ ଫାଇନାନ୍ସ ଅଫିସର୍‌, ସିଟି ଆଣ୍ଡ ଜିଏସ୍‌ଟି ଅଫିସର୍‌,…

’ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ଲାଗିବନି ରୋକ, ଆସିଲା ସୁପ୍ରିମ ରାୟ

ଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ରୋକ ଲାଗିବନି । ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଚଳଚ୍ଚିତ୍ରର ମୁକ୍ତି ଉପରେ ରୋକ ଲଗାଇବାକୁ ଦାଖଲ ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ବିଚାରପତି ବି.ଭି. ନାଗରତ୍ନା ଓ ବିଚାରପତି…

ବନ୍ୟା ମୁକାବିଲା ପାଇଁ ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ, ଆଣ୍ଟି ସ୍ନେକ ଭେନମ ମହଜୁଦ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ପରିସ୍ଥିତି, ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ବିଭାଗ ତରଫରୁ ପ୍ରମୁଖ ସଚିବଙ୍କ ଅଧକ୍ଷତାରେ ନିର୍ଦ୍ଦେଶକ ଓ ସିଡ଼ିଏମଓମାନଙ୍କ ସହିତ ସମୀକ୍ଷା ବୈଠକ କରାଯାଇଛି । ଭିସି ମାଧ୍ୟମରେ ସମସ୍ତ ଅଧିକାରୀମାନେ ଯୋଡ଼ି ହୋଇଥିଲେ । ତେବେ…

ବୈତରଣୀରେ ବଡ଼ ବନ୍ୟା ଆଶଙ୍କା

ଭୁବନେଶ୍ବର: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ବିଶେଷକରି, ଉତ୍ତର ଓଡ଼ିଶାର ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଏବଂ କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼, ସମ୍ବଲପୁର ଏବଂ ସୁବର୍ଣ୍ଣପୁର…

ରାଜ୍ୟରେ ବନ୍ୟା ଯୋଗୁଁ ୬ ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର : ଆଜି ସୁଦ୍ଧା ରାଜ୍ୟରେ ବନ୍ୟା ଯୋଗୁଁ ୬ଟି ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ ହୋଇଛି । ଏଥିରେ ପ୍ରଭାବିତ ହୋଇଛନ୍ତି ୭୪୮ଟି ଗାଁର ୨ ଲକ୍ଷରୁ ଅଧିକ ଜଣ । ବନ୍ୟାରେ ଆଜି ପର୍ଯ୍ୟନ୍ତ ୪ ଜଣଙ୍କ ମୃତ୍ୟୁ…

ମହାନଦୀରେ ବଢ଼ୁଛି ବନ୍ୟା ବିପଦ, ଜନସାଧାରଣଙ୍କ ସୁରକ୍ଷା ପାଇଁ କଟକ ଜିଲ୍ଲା ପ୍ରଶାସନର କଟକଣା

ବାରଙ୍ଗ : ରାଜ୍ୟରେ ଲଗାଣ ବର୍ଷାରେ ଉବୁଟୁବୁ ସମସ୍ତ ନଦୀ । ଏପଟେ ମହାନଦୀରେ ଜଳସ୍ତର ଅଧିକ ରହିଛି । ଆଜି ସକାଳ ୯ଟା ସୁଦ୍ଧା ୫ ଲକ୍ଷ ୫୦ ହଜାର କ୍ୟୁସେକ୍ ବନ୍ୟାଜଳ ମୁଣ୍ଡଳୀ ଦେଇ ପ୍ରବାହିତ ହେଉଛି। ମୁଣ୍ଡଳୀ…

ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର : ଅଗଷ୍ଟ ୧ ରୁ ଖୋଲିବ ଭିତରକନିକା । ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ରହିଥିଲା ଭିତରକନିକା । ମା କୁମ୍ଭୀର ଅଣ୍ଡା ଦେବା ପରେ ହିଂସ୍ର…

ପଶ୍ଚିମ ଓଡ଼ିଶାରେ ଅତି ପ୍ରବଳ ବର୍ଷା ଆଶଙ୍କା, ୪ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର : ଉତ୍ତର ଓଡ଼ିଶା ଦେଇ ଆଗକୁ ବଢ଼ୁଛି ଗଭୀର ଅବପାତ । ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି…

ବନ୍ୟା ଜଳ ନିଷ୍କାସନ ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝରରେ ବନ୍ୟା ଜଳ ନିଷ୍କାସନ କାର୍ଯ୍ୟ ଚାଲିଥିବା ବେଳେ ବୁଧବାର ଦିନ ଏକ ଦୁଃଖଦ ଘଟଣା ଘଟିଛି। ଡ୍ୟୁଟି ସମୟରେ ଦୁର୍ଘଟଣାବଶତଃ ଏକ ଜୀବନ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ…