ଜାତୀୟ ରାଜପଥରେ ସିରିଜ, ଦୁର୍ଘଟଣା ଡ୍ରାଇଭର ସମେତ ୨ ପରୀକ୍ଷାର୍ଥୀ ମିଶି ୪ ଆହତ

ଚମ୍ପୁଆ:ଚମ୍ପୁଆ ଥାନା ୫୨୦ ଜାତୀୟ ରାଜପଥ ସିଜୁକଳା ନିକଟରେ ସିରିଜ ଦୁର୍ଘଟଣାରେ ୪ଜଣ ଆହତ ହୋଇଛନ୍ତି । ପରୀକ୍ଷା ଦେବାକୁ ଆସୁଥିବା କାର ଉପରେ ଟ୍ରକର ଡାଲା ଖସି ପଡିଥିଲା । ଫଳରେ କାର ଟି ଚୁରମାର ହୋଇଯାଇଥିବା ଦେଖିବାକୁ ମିଳିଛି…

ପୀତବାସ ପଣ୍ଡା ହତ୍ୟା ଘଟଣା ମାମଲାର ହୋଇ ପାରିଲାନି ଚାର୍ଜ ଫ୍ରେମ୍

ବ୍ରହ୍ମପୁର : ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣା ମାମଲାର ହୋଇ ପାରିଲାନି ଚାର୍ଜ ଫ୍ରେମ୍ । ୧୫ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ବିକ୍ରମ ସ୍ବାସ୍ଥ୍ୟଗତ କାରଣ ଯୋଗୁଁ ଭିସିରେ ଅନୁପସ୍ଥିତ ଥିବା ଯୋଗୁଁ ମଙ୍ଗଳବାର ହୋଇପାରିଲାନି ଚାର୍ଜ ଫ୍ରେମ୍ ।…

ଟି୨୦ ବିଶ୍ୱକପରୁ ଅଷ୍ଟ୍ରେଲିଆ ଆଉଟ୍‌

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିଛି। ଅଷ୍ଟ୍ରେଲିଆ ଭଳି ଟିମ୍‌ ସୁପର ୮ ରାଉଣ୍ଡରେ ପ୍ରବେଶ କରିନପାରିବା ସତରେ ଲଜ୍ଜାଜନକ । ଭାଗ୍ୟ ମଧ୍ୟ ଅଷ୍ଟ୍ରେଲିଆ ଦଳର ସାତ୍‌ ଦେଇନାହିଁ। ଆଜି ବର୍ଷା ଯୋଗୁଁ ଆୟରଲ୍ୟାଣ୍ଡ-ଜିମ୍ବାୱେ ମ୍ୟାଚ୍…

ସୁପ୍ରିମକୋର୍ଟଙ୍କ ନିୟମ ଉଲ୍ଲଂଘନ କରିବାକୁ ନିର୍ବାଚନ କମିଶନ କିପରି ସାହସ କଲେ?

ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ, ଏସଆଇଆର ଉପରେ ରାଜ୍ୟରେ ଏକ ତୀବ୍ର ବିବାଦ ଦେଖାଦେଇଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏସଆଇଆର ସମ୍ପର୍କରେ ବିଜେପି ଏବଂ ନିର୍ବାଚନ କମିଶନଙ୍କୁ ନିରନ୍ତର ଟାର୍ଗେଟ କରି ଆସୁଛନ୍ତି। ଆଜିି ମମତା ନିର୍ବାଚନ କମିଶନ…

ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ପନ୍ତୁରି ଫାର୍ମହାଉସରେ ମାପଚୁପ, ତହସିଲ ପକ୍ଷରୁ ହୋଇଥିଲା ନୋଟିସ୍

ଚଣ୍ଡିଖୋଲ ୧୭।୨: ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ପନ୍ତୁରି ଫାର୍ମହାଉସରେ ସରକାରୀ ଭାବେ ମାପଚୁପ । କିଛି ଦିନ ତଳେ ଏହି ଫାର୍ମହାଉସରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ପ୍ରଣବ ଏହି…

ଚିକିତ୍ସାଧୀନ ଅବସ୍ଥାରେ PEO ଦଣ୍ଡପାଣି ପାତ୍ରଙ୍କ ମୃତ୍ୟୁ, ନାଁରେ ଆସିଥିଲା ନିର୍ଯାତନା ଅଭିଯୋଗ

ଦିଗପହଣ୍ଡି ୧୭।୨: ଆଖିବୁଜିଲେ ଚିକିଟି ପିଇଓ । ଚିକିଟି ଅତିରିକ୍ତ ତହସିଲଦାରଙ୍କୁ ଯୌନ ନିର୍ଯାତନା ଅଭିଯୋଗ ପରେ ବିଷପାନ କରିଦେଇଥିଲେ ଚିକିଟି ପିଇଓ । ପିଇଓ ବି.ଦଣ୍ଡପାଣି ପାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଗଞ୍ଜାମ ଜିଲ୍ଲା ସୁନାପୁର ବେଳାଭୂମି ମହୋତ୍ସବ…

ଦୁର୍ନୀତି ଏବଂ ଦାଦାବଟି ଆଦାୟ ଅଭିଯୋଗରେ ଏସଓଜି ଟିମକୁ ନିଲମ୍ବନ କଲେ ଏସପି

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ସମ୍ଭଲ ଜିଲ୍ଲାରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ଯେଉଁଠାରେ ସମ୍ପୂର୍ଣ୍ଣ ସ୍ପେଶାଲ୍ ଅପରେସନ୍ସ ଗ୍ରୁପ୍ (ଏସଓଜି) ଦଳକୁ ନିଲମ୍ବିତ କରାଯାଇଛି। ସମ୍ଭଲ ଜିଲ୍ଲା ପୁଲିସ ଆରକ୍ଷୀ ଅଧିକ୍ଷକ କୃଷ୍ଣ କୁମାର ବିଷ୍ଣୋଇ ଦୁର୍ନୀତି…

ପଶ୍ଚିମବଙ୍ଗର ୭ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ କମିଶନ ପଶ୍ଚିମବଙ୍ଗର ସାତ ଜଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ଏହି ଅଧିକାରୀଙ୍କ ବିରୁଦ୍ଧରେ ଏସଆଇଆରରେ ଗୁରୁତର ଅବହେଳା, କର୍ତ୍ତବ୍ୟରେ ଅବହେଳା ଏବଂ କ୍ଷମତାର ଅପବ୍ୟବହାର ଅଭିଯୋଗ ହୋଇଥିଲା । ନିର୍ବାଚନ କମିଶନ ପଶ୍ଚିମବଙ୍ଗର ମୁଖ୍ୟ ସଚିବଙ୍କୁ ନିଲମ୍ବିତ…

ରାଜପାଲଙ୍କୁ ମିଳିଲା ଜାମିନ, ପାସପୋର୍ଟ ସହ ୧.୫ କୋଟି ଜମା

ନୂଆଦିଲ୍ଲୀ : ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ । ହାଇକୋର୍ଟ ରାଜପାଲ ଯାଦବଙ୍କ ଓକିଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ୧.୫ କୋଟି ଟଙ୍କାର ଡିମାଣ୍ଡ ଡ୍ରାଫ୍ଟ ଦାଖଲ କରିବାକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସମୟ ଦେଇଥିଲେ । ଏହି…

ହୋର୍ଡିଂ ପଡ଼ି ଚାଲିଗଲା ସମାଜବାଦୀ ପାର୍ଟିର ନେତାଙ୍କ ଜୀବନ

ଉତ୍ତରପ୍ରଦେଶ : ଭୟଙ୍କର ଦୁର୍ଘଟଣାରେ ଜୀବନ ହାରିଲେ ସମାଜବାଦୀ ପାର୍ଟିର ନେତା । ଉତ୍ତର ପ୍ରଦେଶର ପ୍ରତାପଗଡରେ ହୋଇଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସମାଜବାଦୀ ପାର୍ଟିର ଜଣେ ବରିଷ୍ଠ ନେତା ପ୍ରାଣ ହରାଇଛନ୍ତି । ଘରଠାରୁ ମାତ୍ର ୫୦୦ ମିଟର…