୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା, ନୋଡାଲ ସେଣ୍ଟରକୁ ଗଲା ପ୍ରଶ୍ନପତ୍ର

କଟକ : ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା । ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର । ଫେବ୍ରୁଆରି ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୪ରୁ ୬ ଯାଏଁ ଦ୍ବିତୀୟ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍…

ଭିତରକନିକାରେ କମିଲା ଡଲଫିନ ସଂଖ୍ୟା

ରାଜନଗର : ଗହୀରମଥା ଓ ଭିତରକନିକାରେ କମିଲା ଡଲଫିନ ସଂଖ୍ୟା । ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ କମିଛି ଡଲଫିନ ସଂଖ୍ୟା । ଗତବର୍ଷ ତୁଳନରେ ଚଳିତବର୍ଷ ୧୧ଟି ଡଲଫିନ ସଂଖ୍ୟା ହ୍ରାସ ପାଇଛି ।…

ପାରାଦୀପ ହେବ ବ୍ଲୁ ଫ୍ଲାଗ ବିଚ୍: ସେପ୍ଟେମ୍ବର ସୁଦ୍ଧା ସରିବ କାମ !

ପାରାଦୀପ: ପାରାଦୀପ ହେବ ବ୍ଲୁ ଫ୍ଲାଗ୍ ବିଚ୍। ପର୍ଯ୍ୟଟନ କ୍ଷେତ୍ରରେ ସୃଷ୍ଟି କରିବ ନୂଆ ଅଧ୍ୟାୟ। ଏହା ସହିତ ପାରାଦୀପକୁ ବିଭିନ୍ନ କ୍ଷେତ୍ରରେ କିପରି ବିକାଶ କରାଯାଇପାରିବ ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ ହୋଇଛି ସମସ୍ତ ପ୍ରୟାସ। ପାରାଦୀପରେ…

କେନାଲ ଭିତରକୁ ପଶିଗଲା ଟ୍ରାକ୍ଟର; ୩ ମୃତ, ୩ ଗୁରୁତର

ମୟୁରଭଞ୍ଜ: ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା ଟ୍ରାକ୍ଟର । ଦୁର୍ଘଟଣାରେ ୩ ମୃତ ୩ ଗୁରୁତର ଜଣାପଡିଛି । ମୃତକଙ୍କ ମଧ୍ୟରେ ୨ ନାବାଳକ ରହିଥିବା ବେଳେ ଦୁର୍ଘଟଣାରେ ଟ୍ରାକ୍ଟର ଡ୍ରାଇଭର ମଧ୍ୟ ମୃତ । ଏଭଳି ଦୁଃଖଦ ଘଟଣା…

ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ; ଚାଳକ ମୃତ, ୧୪ ଗୁରୁତର

ବାଲେଶ୍ୱର: ଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବଜାର ଉପରେ ତୀର୍ଥ ଯାତ୍ରୀ ବସ ଦୁର୍ଘଟଣା ଘଟିଛି । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ, ବସରେ ୫୦ଜଣ ଯାତ୍ରୀ ଥିବା ବେଳେ ୧୪ଜଣ ଗୁରୁତର ଆହତ…

ମାନହାନୀ ମାମଲାରେ ଧୋନିଙ୍କୁ ୧୦ ଲକ୍ଷ ଜରିମାନା ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆଇପିଏଲ୍ ୨୦୨୬ ମାର୍ଚ୍ଚ ୨୬ ରୁ ଆରମ୍ଭ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ଏମ୍ଏସ୍‌ ଧୋନି ତାଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆଇପିଏଲ୍‌ର ଆଗାମୀ ସିଜିନ ପୂର୍ବରୁ ମାନହାନୀ ମାମଲାରେ ଏମଏସ ଧୋନିଙ୍କୁ ମାଡ୍ରାସ ହାଇକୋର୍ଟ ୧୦ ଲକ୍ଷ ଟଙ୍କା…

ଆସନ୍ତାକାଲି ‘ସେବା ତୀର୍ଥ’ ଏବଂ ଡ୍ୟୁଟି ବିଲଡିଂ ଉଦଘାଟନ

ନୂଆଦିଲ୍ଲୀ: ଦେଶର ପ୍ରଶାସନିକ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୧୩ ତାରିଖରେ ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ଅଧୀନରେ ନିର୍ମିତ ‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ-୧ ଏବଂ ୨’ର ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ମୋଦୀ…

ରୁଷରେ ବ୍ୟାନ୍ ହେଲା ହ୍ବାଟ୍ସଆପ; ଆମେରିକାକୁ ଝଟକା

ରୁଷ୍ : ଆମେରିକାକୁ ବଡ଼ ଝଟକା ଦେଲା ଋଷିଆ । ଋଷ୍ ମେଟାର ସବୁଠାରୁ ଲୋକପ୍ରିୟ ପ୍ଲାଟଫର୍ମ ହ୍ବାଟ୍ସଆପକୁ ବ୍ୟାନ୍ କରିଦେଇଛି । ଋଷରେ ହ୍ବାଟ୍ସଆପ୍ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲାଗୁ କରାଯାଇଛି । ଏହି ନିଷ୍ପତ୍ତିକୁ ନିଶ୍ଚିତ କରି ମାସ୍କୋ…

ଭାରତ କିଣିବ ୧୧୪ଟି ରାଫେଲ ଜେଟ୍, ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ : ଭାରତକୁ ମିଳିବ ଆଉ ୧୧୪ଟି ରାଫେଲ ଯୁଦ୍ଧ ବିମାନ । ୩.୬୦ ଲକ୍ଷ କୋଟିର ପ୍ରସ୍ତାବକୁ ମଞ୍ଜୁରୀ । ଭାରତର ସାମରିକ ଶକ୍ତିକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

ଲାଲକିଲ୍ଲା ବିସ୍ଫୋରଣ ପଛରେ ଜୈଶ-ଏ-ମହମ୍ମଦର ହାତ

ନୂଆଦିଲ୍ଲୀ : ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣର ଯାଞ୍ଚରେ ଏକ ବଡ଼ ଖୁଲାସା ହୋଇଛି । ୩୭ତମ ଜାତିସଂଘ ରିପୋର୍ଟରେ ଦିଲ୍ଲୀ ଲାଲକିଲ୍ଲା ଆକ୍ରମଣରେ ଜୈଶ-ଏ-ମହମ୍ମଦର ହାତ ଥିବା ସୂଚନା ମିଳିଛି । ଗତ ବର୍ଷ ନଭେମ୍ବର ୧୦ ତାରିଖରେ…