୭୦ କୋଟିର ଠକେଇ ଅଭିଯୋଗ, ଟ୍ରେଡିଂ କମ୍ପାନୀର ଓଡ଼ିଶା ମୁଖ୍ୟ ଈଶ୍ୱର ବନ୍ଧାଣୀଙ୍କ ଘରେ ଇଡି ରେଡ୍
ଉଦଳା: ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ ଇଡି ରେଡ୍ । ୭୦ କୋଟିରୁ ଅଧିକ ଟଙ୍କାର ଠକେଇ ଅଭିଯୋଗରେ ଚଢ଼ାଉ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବିଶୋଳ ଗାଁର ଈଶ୍ୱର ବିନ୍ଧାଣୀଙ୍କ ଘରେ ଚଢଉ ଚାଲିଛି । କୋଲକାତାର ଏକ ଟ୍ରେଡିଂ କମ୍ପାନୀର…