ଚାଇନିଜ୍ ମାଞ୍ଜା ଦ୍ୱାରା ମୃତ୍ୟୁ ହେଲେ ହତ୍ୟା ବିବେଚନା କରାଯିବ: ଯୋଗୀ

ନୂଆଦିଲ୍ଲୀ : ନିଷିଦ୍ଧ ଚାଇନିଜ୍ ମାଞ୍ଜା ଦ୍ୱାରା ହେଉଥିବା ଯେକୌଣସି ମୃତ୍ୟୁକୁ ଏବେ ହତ୍ୟା ଭାବରେ ବିବେଚନା କରାଯିବ। ଆଜି ଏହା ଘୋଷଣା କରିଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏ ନେଇ ରାଜ୍ୟବ୍ୟାପୀ ଚଢାଉ କରିବାକୁ ମୁଖ୍ୟମନ୍ତ୍ରୀ…

ଅନୁରାଗଙ୍କୁ ସୁପ୍ରିମ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

ନୂଆଦିଲ୍ଲୀ : ବିଜେପି ସାଂସଦ ତଥା ପୂର୍ବତନ ବିସିସିଆଇ ସଭାପତି ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ଏବେ ସେ ପୁଣି ଥରେ ବିସିସିଆଇକୁ ଫେରିପାରିବେ ଓ କ୍ରିକେଟ୍ ପରିଚାଳନା ବ୍ୟାପାରର ସଂପୃକ୍ତ ହୋଇପାରିବେ ବୋଲି କୋର୍ଟ ଅନୁମତି ଦେଇଛନ୍ତି…

ସଂସଦରେ ପ୍ରଧାନମନ୍ତ୍ରୀଙ୍କୁ ଆକ୍ରମଣ ଷଡଯନ୍ତ୍ର: ବାଚସ୍ପତି

ନୂଆଦିଲ୍ଲୀ: ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆକ୍ରମଣ କରିବାକୁ ଷଡଯନ୍ତ୍ର କରାଯାଇଥିଲା । ଏଭଳି କିଛି ବିସ୍ଫୋରକ ବୟାନ ଗୃହରେ ରଖିଛନ୍ତି ବାଚସ୍ପତି ଓମ୍‌ ବିର୍ଲା । ଆଜି ବାରମ୍ବାର ଗୃହ ମୁଲତବୀ ହେବା ପରେ ଦିନ ୨ଟା ପରେ ଗୃହ…

କୋଇଲା ଖଣିରେ ବିସ୍ଫୋରଣ, ୧୦ ମୃତ

ମେଘାଳୟ : ମେଘାଳୟ ତାଶଖାଇ ଅଞ୍ଚଳ ସ୍ଥିତ ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଅତିକମରେ ୧୦ ଜଣ ଶ୍ରମିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିସ୍ଫୋରଣ ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି । ସ୍ଥାନୀୟ…

UPSC ପରୀକ୍ଷାର୍ଥୀଙ୍କ ପାଇଁ କଡ଼ା ନିୟମ ଜାରି କଲେ ସରକାର

ନୂଆଦିଲ୍ଲୀ : ବଦଳିଲା UPSC ନିୟମ । ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର । ଏଣିକି ବାରମ୍ବାର UPSC ପରୀକ୍ଷା ଦେବା ସହଜ ନୁହେଁ । ବାରମ୍ବାର UPSC ପରୀକ୍ଷା ଦେବା ହେବ କଷ୍ଟସାଧ୍ୟ । UPSC ପରୀକ୍ଷାର୍ଥୀଙ୍କ…

ଆତ୍ମସମର୍ପଣ କଲେ ୮ ମହିଳା ସମେତ ୧୨ ମାଓବାଦୀ

ମାଲକାନଗିରି : ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ଆଜି ୧୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ୧୨ ଜଣ ମାଓବାଦୀଙ୍କ ମଧ୍ୟରୁ ୮ ଜଣ ମହିଳା ଓ ୪ ଜଣ ପୁରୁଷ ମାଓବାଦୀ ରହିଛନ୍ତି ।…

୧୫ରୁ କଟକ ଜିଲାରୁ ଆରମ୍ଭ ହେବ ଜନଗଣନା

କଟକ: ଫେବ୍ରୁଆରୀ ୧୫ରୁ କଟକ ଜିଲାରୁ ଆରମ୍ଭ ହେବ ଜନଗଣନା । ଏପ୍ରିଲ ସୁଦ୍ଧା ଘର ଗଣନା କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଘର କାଉଣ୍ଟିଂ ଶେଷ ହେବା ପରେ ଜନଗଣନା ପ୍ରକ୍ରିୟା ଆରମ୍ଭ ହେବ । ଜନଗଣନା କାର୍ଯ୍ୟକୁ…

ଭାରତ ଆମେରିକା ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ କଣ ଫାଇଦା ମିଳିବ, ସେ ନେଇ ଆଜି ଏକ୍ସରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଏକ ନୂଆ ପରିଚୟ ପ୍ରଦାନ କରିବ।…

‘ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା’

କୋରାପୁଟ: କୋରାପୁଟ ଜିଲ୍ଲା ଆଜିଠୁ ନକ୍ସଲମୁକ୍ତ ହୋଇଛି। ଏ ନେଇ ଆଜି ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଡକ୍ଟର କନୱର ବିଶାଳ ସିଂହ। ଏସିଏମ୍‌ କ୍ୟାଡର ମାଓବାଦୀ ମମତା ପଡ଼ିଆମି ଆତ୍ମସମର୍ପଣ କରିଛନ୍ତି। ମମତାଙ୍କ ଆତ୍ମସମର୍ପଣ ପରେ…

ଆଠଟି ମେଣ୍ଢା ମାରି ଖାଇଲା କଳରାପତରିଆ ବାଘ

ହିନ୍ଦୋଳ : ହିନ୍ଦୋଳରେ କଳରାପତିଆ ବାଘ ଆତଙ୍କ । କଂସରା ପଞ୍ଚାୟତ ଗୋବର୍ଦ୍ଧନପୁର ଗାଁର କୈଳାସ ମହାକୁଡ଼ଙ୍କ ଗୁହାଳରେ ପଶି ଆଠଟି ମେଣ୍ଢା ମାରି ଖାଇଥିବା ଅଭିଯୋଗ ହୋଇଛି । ଗୁହାଳ ପାଖରେ ବଡ଼ ବଡ଼ ପାଦ ଚିହ୍ନ ପଡ଼ିଥିବା ଦେଖିବାକୁ…