କ୍ଲାସ ନ କରି କଲେଜରେ ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆକ୍ସନ୍‌ ମୋଡରେ ଉଚ୍ଚଶିକ୍ଷା ବିଭାଗ । ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଏହା ସହ ଦରମା ମଧ୍ୟ ବନ୍ଦ ହୋଇପାରେ । ଉଚ୍ଚ ଶିକ୍ଷା ବିଭାଗ…

୩ଟି ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, ୫ ମୃତ

ବହ୍ମପୁର: ବ୍ରହ୍ମପୁର ଗୋଶାଣୀ ନୁଆଁ ଗାଁ ଓଭର ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା । ୩ଟି ବାଇକ୍ ଉପରେ ଏକ ଟ୍ରକ ମାଡିଯିବାରୁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଭୁଲ ରାସ୍ତାରେ ଆସି ଏକ ଟ୍ରକ ୩ଟି ମୋଟରସାକେଲକୁ ସାମ୍ନା…

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ..

ଭୁବନେଶ୍ବର: ଭୁବନେଶ୍ୱରରେ ଶନିବାର ଭୋର ସମୟରେ ଦୁର୍ବୃତ୍ତମାନେ ଖଣ୍ଡାରେ ଜଣେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ଉକ୍ତ ଯୁବକ ଗୁରୁତର ଆହତ ହୋଇଛନ୍ତି। ଚିଣ୍ଟୁ ନାମକ ପୀଡିତ ବ୍ୟକ୍ତି ରାଜଧାନୀର ପାତ୍ରପଡ଼ା ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି।ପ୍ରାଥମିକ ସୂଚନା ଅନୁଯାୟୀ,…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ଭୁବନେଶ୍ୱର: ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା । ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାତି ୧୦ଟାରେ ମନ୍ଦିର ଚୁଡ଼ାକୁ ମହାଦୀପ ଉଠିବା ନେଇ ସ୍ଥିର…

ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ: ଘୋଷଣା କଲେ ସରକାର

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧକୁ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ ଭାବେ ଘୋଷଣା କଲେ ରାଜ୍ୟ ସରକାର । ଏନେଇ ଶୁକ୍ରବାର ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଏକ ପ୍ରେସ…

ଅଜିତ ପୱାରଙ୍କ ମୃତ୍ୟୁ : ତଦନ୍ତ ଆରମ୍ଭ କଲା ସିଆଇଡ଼ି

ମହାରାଷ୍ଟ୍ର: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ଘଟଣାରେ ଅପରାଧ ତଦନ୍ତ ବିଭାଗ (CID) ତଦନ୍ତ ଆରମ୍ଭ କରିଛି । ବାରାମତୀରେ ବିମାନ ଦୁର୍ଘଟଣାରେ ପୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଗତ ୨୮ ତାରିଖରେ ପୁଣେ…

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜାତିର ପିତା, ଅହିଂସାର ମାର୍ଗଦର୍ଶକ, ଭାରତକୁ ସ୍ୱାଧୀନତା ଦେଇଥିବା ମହାନ୍‌ ଆତ୍ମା ମହାତ୍ମା ଗାନ୍ଧୀଙ୍କ ଆଜି ୭୮ତମ ତିରୋଧାନ ଦିବସ । ଏହି ଅବସରରେ ନୂଆଦିଲ୍ଲୀର ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

ଟ୍ରକ୍-କାର ମୁହାଁମୁହିଁ ଧକ୍କା, ୪ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ ଟ୍ରକ୍ ଏବଂ କାରଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ପରେ ଏପରି ଦୁର୍ଘଟଣା ଘଟିଛି ।…

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସୁନେତ୍ରା ପୱାର

ମୁମ୍ବଇ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପତ୍ନୀ ସୁନେତ୍ରା ପୱାର । ଶନିବାର ସନ୍ଧ୍ୟା ୫ଟାରେ ସୁନେତ୍ରା ଶପଥ ନେବେ । ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଦାୟିତ୍ଵ ସହ ଅଜିତ ପୱାରଙ୍କ ଦାୟିତ୍ଵରେ ଥିବା…

ନିଆମେରେ ବାୟୁସେନା ଘାଟି ଉପରେ ଆକ୍ରମଣ, ୨୦ ମୃତ

ନାଇଜର: ନାଇଜରର ରାଜଧାନୀ ନିଆମେରେ ବଡ଼ ଆକ୍ରମଣ । ଡିଓରି ହାମାନି ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବସ୍ଥିତ ବାୟୁସେନା ଘାଟି ଉପରେ ଏକ ଭୟଙ୍କର ଆକ୍ରମଣ ହୋଇଛି । ନାଇଜରର ରାଷ୍ଟ୍ରାୟତ୍ତ ପ୍ରସାରକ କହିଛନ୍ତି ଯେ, ବୁଧବାର ରାତିରେ ସଶସ୍ତ୍ର ଲୋକମାନେ ରାଜଧାନୀରେ…