୧୦ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଧର୍ମଘଟ କରିବ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ୱର : ସରକାରଙ୍କୁ ୧୦ ଦିନ ସମୟ ଦେଲା ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଦାବି ପୂରଣ ପାଇଁ ୧୦ ଦିନର ମହଲତ । ଦାବି ପୂରଣ ନ ହେଲେ ଧର୍ମଘଟକୁ ଓହ୍ଲାଇବ ସଂଘ । ଗଡିବ ନାହିଁ…

ପ୍ରେମ ପାଇଁ ଥାର୍ ଚଢାଇ ହତ୍ୟା।, ୫ ଗିରଫ

ଭୁବନେଶ୍ୱର : ପ୍ରେମ ପାଇଁ ରାସ୍ତାରେ ମର୍ଡର । ଥାର ଗାଡ଼ି ଚଢାଇ ହତ୍ୟା। ଭୁବନେଶ୍ବର ଚନ୍ଦ୍ରଶେଖରପୁର ଥାନା ହିଟ ଆଣ୍ଡ ରନ୍ ମାମଲାରେ ନୂଆ ଟୁଇଷ୍ଟ । ପ୍ରେମ ପାଇଁ ପ୍ରେମିକଙ୍କ ମଧ୍ୟରେ ବିବାଦ ନେଇଛି ହତ୍ୟାର ରୂପ ।…

ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଝାରସୁଗୁଡା: ଡକାୟତି ଉଦ୍ୟମ ବେଳେ ପୋଲିସ ଏନକାଉଣ୍ଟର । ଝାରସୁଗୁଡା ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ନିକଟରେ ପୋଲିସର ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ ହୋଇଛନ୍ତି । ଜୟର ଗୋଡ଼ରେ ବାଜିଛି ଗୁଳି । ତା…

କାରକୁ ଧକ୍କା ଦେଇ ୫୦୦ ମିଟର ଘୋଷାଡ଼ି ନେଲା ହାଇଓ୍ବା

ଭୁବନେଶ୍ବର: ଆତଙ୍କ ଖେଳାଇଲା ହାଇଓ୍ବା ଟ୍ରକ। ରାଜଧାନୀରେ ରାସ୍ତା ଉପରେ ହାଇଓ୍ବେ ହରର । କାରକୁ ଧକ୍କା ଦେଇ ୫୦୦ ମିଟର ଘୋଷାଡ଼ି ନେଲା ହାଇଓ୍ବା ଟ୍ରକ । ଏନ୍ ଏଚ ୧୬ ଉପରେ ଘଟିଛି ଛାତିଥରା ଦୃଶ୍ୟ । ବିଳମ୍ବିତ…

କାଳବୈଶାଖୀର ତାଣ୍ଡବ : ବଜ୍ରାଘାତରେ ୪ ଗୁରୁତର

ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ବାଳୁଅକଟା ଗ୍ରାମରେ ବଜ୍ରାଘାତରେ ଚାରି ଜଣ ଗୁରୁତର ଗୁରୁତରଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତର ମାନେ ହେଲେ ବାଳୁଅକଟା ଗ୍ରାମର ସରୋଜ ଗୋଚ୍ଛାୟତ, ସ୍ତ୍ରୀ କଳ୍ପନା ଗୋଚ୍ଛାୟତ,…

ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ; ବିଦା ହେଲେ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର

ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ସେ ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ…

କନ୍ଧମାଳରୁ କାଶ୍ମୀର ଗଞ୍ଜେଇ ଲିଙ୍କ୍ ; ୨ ଆନ୍ତଃରାଜ୍ୟ ବେପାରୀଙ୍କୁ ବାନ୍ଧିଲା NCB

ଭୁବନେଶ୍ୱର:ଜମ୍ମୁ କାଶ୍ମୀରରୁ ଦୁଇ ଗଞ୍ଜେଇ ବେପାରୀକୁ ଗିରଫ କରିଛି NCB( Narcotics Control Bureau) । ପରେ ଦୁଇ ବେପାରୀଙ୍କୁ ଧରି ଟ୍ରାଞ୍ଜିଟ୍ ରିମାଣ୍ଡରେ ଓଡ଼ିଶା ଆଣିଛି NCB । ଗିରଫ ଗଞ୍ଜେଇ ବେପାରୀ ହେଲେ ବିକ୍ରମ ସିଂ ଓ ଧରମିନ୍ଦର…

ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା

ଭୁବନେଶ୍ୱର: ଆୟୁଷ୍ମାନ ଭାରତ ଯୋଜନାରେ ରୋଗୀ ସେବାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଂ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ରୋଗୀ ହସ୍ପିଟାଲରେ ଆଡମିସନ ହେବାର ୩ ଦିନ ପୂର୍ବରୁ ଯେଉଁ ସବୁ ଟେଷ୍ଟ କରାଯିବ, ସେଗୁଡ଼ିକ ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ରହିବ…

ଜୁନ୍ ୧ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଖରା ଯୋଗୁଁ ବନ୍ଦ ରହିଥିଲା । ପୁଣି ଥରେ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଜୁନ୍ ୧ରେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବେ…

ଏୟାର ଇଣ୍ଡିଆ ବିମାନର ଏମରଜେନ୍ସି ଲ୍ୟାଣ୍ଡିଂ

ନୂଆଦିଲ୍ଲୀ : ପୁଣି ଏୟାର ଇଣ୍ଡିଆ ବିମାନର ଏମରଜେନ୍ସି ଲ୍ୟାଣ୍ଡିଂ । ବେଙ୍ଗାଲୁରୁରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କରିଥିବା ଜଣାପଡିଛି । ଉଡ଼ାଣ ସମୟରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ହାର୍ଟ ଆଟାକ୍…