ଡାହାଣୀ ସନ୍ଦେହରେ ମା’କୁ ହତ୍ୟା କଲା ପୁଅ

ମୟୂରଭଞ୍ଜ: ଅନ୍ଧ ବିଶ୍ୱାସର କରୁଣ ପରିଣତି । ଡାହାଣୀ ସନ୍ଦେହରେ ଜନ୍ମକଲା ମା’କୁ କଟୁରୀରେ ହାଣି ହତ୍ୟା କଲା ଜହ୍ଲାଦ ପୁଅ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଭଳିଆଡ଼ିହା ପଞ୍ଚାୟତ କଲରାଫୁଲିଆ ଗାଁରେ ଏହି ଘଟଣା ଘଟିଛି । ଅଭିଯୁକ୍ତ…

ଆସିବେ ରାଷ୍ଟ୍ରପତି, ୪ରୁ ୬ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ଭୁବନେଶ୍ବର: ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଦୁଇ ଦିନ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ…

କମିବାର ନାଁ ନେଉନି ସୁନା ଓ ରୁପା ଦର, ରୂପା ୪ଲକ୍ଷ, ସୁନା ୧.୭ଲକ୍ଷ ଟପିଲା

ନୂଆଦିଲ୍ଲୀ: ଦେଶରେ ସୁନା ଓ ରୁପା ଦାମ୍ କମିବାର ନାଁ ନେଉନି । ଗତ ୨୭ ତାରିଖ ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୫୧୪ ଟଙ୍କା ବୃଦ୍ଧି ପାଇ ୧.୬ଲକ୍ଷ ପାର୍ କରିଛି । ରୂପା ଦାମ୍…

୩​‌ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ବର: ଆସନ୍ତା ମାସ ୩ତାରିଖ​ରେ ବା​‌ଲେଶ୍ଵର ଗସ୍ତ କରିବେ ରାଷ୍ଟ୍ରପତି। ଏହା ପୂର୍ବରୁ ଜିଲା ଏସିପି କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି କ୍ରାଇମବ୍ରାଞ୍ଚ ଡିଜି।ଏହି ବୈଠକରେ ପୂର୍ବାଞ୍ଚଳ ଡିଆଇଜି, ଏସିପିଙ୍କ ସହ ଜିଲାର ବରିଷ୍ଠ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।…

ବେଆଇନ LPG ଗ୍ୟାସ ସିଲିଣ୍ଡର କାରଖାନା ଉପରେ ଚଢ଼ାଉ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଶୁଆଶୁନିରେ ଥିବା ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନା ଠାବ ହୋଇଛି। ଏହି ବେଆଇନ କାରଖାନା ଉପରେ ଯୋଗାଣ ବିଭାଗ ରେଡ୍ କରିଛି। ରେଡ୍ ବେଳେ କାରଖାନାରୁ ୫୦୦ରୁ ଅଧିକ ଚୋରା ଗ୍ୟାସ୍ ଟାଙ୍କି…

ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ଆହୁରି ବଢ଼ିବ ତାପମାତ୍ରା, କୁହୁଡି ପାଇଁ ୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬…

ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀଙ୍କ ତାଗିଦ

ଭୁବନେଶ୍ଵର: ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ । ସେ କହିଛନ୍ତି ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ,ତାହା ଦେଢ଼ଗୁଣା…

ପ୍ରଦୂଷଣ ପ୍ରମାଣପତ୍ର ଥିଲେ ଛାଡ଼ ହେବ ପୂର୍ବ ଜରିମାନା

ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର ଥିଲେ ପୂର୍ବ ଜରିମାନା ଛାଡ଼ କରାଯିବ। ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ବାହାର କରିବା ବେଳେ ପୂର୍ବରୁ ଥିବା ପ୍ରଦୂଷଣ ନିୟମ ଉଲ୍ଲଂଘନଜନିତ ଜରିମାନାକୁ ସରକାରଙ୍କ ପକ୍ଷରୁ କ୍ଷମା କରି ଦିଆଯାଉଛି। କେବଳ ଥରେ କି ଦୁଇଥର ନୁହେଁ…

‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜି ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ପୋର୍ଟାଲ ରାଜ୍ୟ ଅର୍ଥ…

ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ବେତନ କମିସନ

ଭୁବନେଶ୍ୱର: ଷଷ୍ଠ ରାଜ୍ୟ ଅର୍ଥ କମିସନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’…