ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୬୩% ବୃଦ୍ଧି
ନୂଆଦିଲ୍ଲୀ: ବିଗତ ଏକ ବର୍ଷ (୨୦୨୫-୨୬)ରେ ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ପୂର୍ବ ଆର୍ଥିକ ବର୍ଷରେ ଏହି ପରିମାଣ ୨୩,୬୨୨ କୋଟି ଥିବାବେଳେ ଏଥର ୬୩ ପ୍ରତିଶତ ବୃଦ୍ଧି ପାଇଛି। ଭାରତ ଇତିମଧ୍ୟରେ ଆମେରିକା…