ପୁରୀରୁ ଗିରଫ ହେଲେ TMC ବିଧାୟକ ଦିଲ୍ଲୀପ ମଣ୍ଡଳ : କୋଲକାତା ନେଲା ଏସଟିଏଫ୍
ପୁରୀ : ଓଡ଼ିଶାରୁ ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ଗିରଫ। ପୁରୀରୁ ପୂର୍ବତନ ପରିବହନ ମନ୍ତ୍ରୀ ଦିଲ୍ଲୀପ ମଣ୍ଡଳ ଗିରଫ । ପୁରୀ ବଳିଆପଣ୍ଡା ସ୍ଥିତ ହୋଟେଲ ବ୍ଲୁ ଲିଲିରୁ ଗିରଫ କଲା ଏସଟିଏଫ୍ l ଗିରଫ ପରେ ଦିଲ୍ଲୀପଙ୍କୁ କୋଲକାତା ଅଭିମୁଖେ…