୩ ମାସ ହେବ ମିଳୁନି ବାର୍ଦ୍ଧକ୍ୟ ଭତ୍ତା, ଚିନ୍ତାରେ ହିତାଧିକାରୀ

ଆନନ୍ଦପୁର: ମିଳୁନି ବାର୍ଦ୍ଧକ୍ୟ ଭତ୍ତା । ଚିନ୍ତାରେ ବୃଦ୍ଧବୃଦ୍ଧା । ଆନନ୍ଦପୁର ବ୍ଲକ ଅଧୀନ କୋଳିମାଟି ପଞ୍ଚାୟତର ଅନେକ ବ୍ୟୟଜ୍ୟେଷ୍ଠ ଦୀର୍ଘ ୩ ମାସ ହେବ ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇ ଦୁର୍ବିସହ ଜୀବନ ଜିଉଁଛନ୍ତି । କାହିଁକି ଭତ୍ତା ମିଳୁନି…

ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ ନେଇ ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି

ଭୁବନେଶ୍ୱର : ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ । ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି । ନୂଆ ୨୪ଟି ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ । ପୌରାଞ୍ଚଳ ଘୋଷଣାର ୬ମାସ ଭିତରେ ନିର୍ବାଚନ ପ୍ରକ୍ରିୟା…

ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ଠପ

ଭୁବନେଶ୍ବର: ମାର୍ଚ୍ଚରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ମାସଟେ…

ରାସ୍ତା କଡ଼ରୁ ୨ ଯୁବକଙ୍କ ମୃତଦେହ ଜବତ

କାଲିମେଳା : ରାସ୍ତା କଡ଼ରେ ପଡ଼ିଛି ୨ଜଣ ଯୁବକଙ୍କ ମୃତଦେହ । ମୃତକଙ୍କ ପାଖରେ ପଡ଼ିଛି ବୁଲେଟ୍ । ମୃତ ଯୁବକ ହନ୍ତାଳ ସମୀର ଓ ଦୀପକ କୁମାର ଲିମା । ଏହେଉଛି ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ ଅଞ୍ଚଳର ଦୃଶ୍ୟ…

ନିଜେ ନିଜକୁ ଗୁଳିକରି ଜୀବନ ହାରିଲେ ଯୁବ କଂଗ୍ରେସ ନେତା !

ସୋନପୁର: ଯୁବ କଂଗ୍ରେସ ନେତା ରାଜେଶ ମିଶ୍ରଙ୍କ ମୃତ୍ୟୁ । ବନ୍ଧୁକରୁ ନିଜେ ଗୁଳିକରି ରାଜେଶ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ସୋନପୁର ଭଗବତୀ ପ୍ଲଟ ସ୍ଥିତ ବାସଭବନରେ ଘଟିଛି ଅଭାବନୀୟ ଘଟଣା । ତେବେ କାହିଁକି ଓ କେଉଁ…

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ

ପୁରୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା…

ଡିଜିଟାଲ୍ ଆରେଷ୍ଟ ନାଁରେ ମହିଳାଙ୍କ ଠାରୁ ୨ ଲକ୍ଷ ଟଙ୍କାର ଠକେଇ; ଅଭିଯୁକ୍ତ ଗିରଫ

ବ୍ରହ୍ମପୁର: ନିଜକୁ କ୍ରାଇମବ୍ରାଞ୍ଚ ଅଧିକାରୀ କହି ମହିଳାଙ୍କ ଠାରୁ ଲୁଟିଲା ଯୁବକ । ମହିଳାଙ୍କ ଠାରୁ ଆଉ ୧ ଲକ୍ଷ ୩୦ ହଜାର ଟଙ୍କା ଲୁଟିନେଲା ଯୁବକ । ସାଇବର ଥାନାରେ ଅଭିଯୋଗ ପରେ ବାଲେଶ୍ବରରୁ ଯୁବକ ଗିରଫ । ଗିରଫ…

ଏଣିକି ମହିଳା ଚଲାଇବେ ‘ଆମ-ବସ୍’

ଭୁବନେଶ୍ବର: ଏଣିକି ମହିଳା ଚଲାଇବେ ‘ଆମ-ବସ୍’ । ଏନେଇ ‘ଆମ-ବସ୍’ ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି । ଏଣିକି ମହିଳା ଚଲାଇବେ ‘ଆମ-ବସ୍’ । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ‘ଆମ-ବସ୍’ ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି…

ସୋସିଆଲ ମିଡିଆରେ ଶ୍ରୀମନ୍ଦିରକୁ ନେଇ ଧମକପୂର୍ଣ୍ଣ ମେସେଜ୍

ପୁରୀ : ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ । ଜୁଲି ରାନୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ରହିଥିବା ଦେଖିବାକୁ ମିଳିଛି ।…

ଜେଲ୍‌ରୁ ଚମ୍ପଟ ମାରିଲେ ୧୫୦୦ ଆଇଏସ୍ କଏଦୀ

ଦାମାସକସ୍: ସିରିଆରେ ଇସଲାମିକ୍ ଷ୍ଟେଟ୍ (ଆଇଏସ୍‌ଆଇଏସ୍‌) କଏଦୀଙ୍କ ବଡ଼ ଧରଣର ପଳାୟନ ରିପୋର୍ଟ ଆଞ୍ଚଳିକ ସୁରକ୍ଷା ପ୍ରତି ଚିନ୍ତା ସୃଷ୍ଟି କରିଛି। କୁର୍ଦିସ୍ ୱେବସାଇଟ୍ ରୁଡାଓ ଦାବି କରିଛି ଯେ, ସିରିଆର ଶାଦ୍ଦାଦି ଜେଲ୍‌ରୁ ପ୍ରାୟ ୧,୫୦୦ ଇସଲାମିକ୍ ଷ୍ଟେଟ୍ କଏଦୀ…