ବାତ୍ୟା ‘ମୁରାସୁ’ ପାଇଁ ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡିରେ ବନ୍ଦ ରହିବ ସ୍କୁଲ
ଭୁବନେଶ୍ବର: ବାତ୍ୟା ‘ମୁରାସୁ’ର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ଦୁଇ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତା ୩ ଓ ୪ ତାରିଖରେ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରହିବ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ…