ବାରିପଦାରେ ତାଣ୍ଡବ ରଚିଲା କାଳବୈଶାଖୀ: ୨ ମୃତ, ୩ ଆହତ

ମୟୁରଭଞ୍ଜ: ବାରିପଦାରେ କାଳବୈଶାଖୀ ତାଣ୍ଡବ । ପ୍ରବଳ ବର୍ଷା ଓ ପବନରେ ଦୁଇ ମୃତ ଓ ୩ ଆହତ । ଆହତଙ୍କୁ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲ ରେ ଭର୍ତ୍ତି କରାଯାଇଛି । ଗତକାଲି ରାତି ପ୍ରାୟ ୮ଟା…

ଶ୍ରୀଜିଉଙ୍କୁ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ

ପୁରୀ: ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ । ସପତ୍ନୀକ ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ଉପେନ୍ଦ୍ର ଦ୍ବିବେଦୀ । ସକାଳ ୭ଟାରେ ସିଂହଦ୍ବାରରେ ପହଞ୍ଚିବା ପରେ ସେବାୟତ ଓ ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା । ମହାପ୍ରଭୁଙ୍କ…

ଓଲଟିଲା ଟୁରିଷ୍ଟ ବସ୍: ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ

ଦଶପଲ୍ଲା: ଓଲଟିଲା ଟୁରିଷ୍ଟ ବସ୍ । ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ । ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପୀଠାଖାଇ ଘାଟି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର। ବସଟି ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ…

ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ: ଆହ୍ଲାବାଦ ହାଇକୋର୍ଟ

ଆହ୍ଲାବାଦ: ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ । ଆହ୍ଲାବାଦ ହାଇକୋର୍ଟ ଏକ ବଡ଼ ଶୁଣାଣି କରି କହିଛନ୍ତି ଯେ, ଯଦି ଜଣେ ବିବାହିତ ପୁରୁଷ ଅନ୍ୟ ଜଣେ ଯୁବତୀଙ୍କ ସହ ସହମତିରେ ‘ଲିଭ୍-ଇନ୍’ ସମ୍ପର୍କରେ ରହୁଛନ୍ତି, ତେବେ କୌଣସି…

ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ, ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ । ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ । ଦେଶରେ ପୁଣିଥରେ ‘ଲକଡାଉନ୍’ ଲାଗୁ ହେବା ନେଇ ଚାଲିଥିବା ଚର୍ଚ୍ଚା ଉପରେ କେନ୍ଦ୍ର ସରକାର ନିଜର ନୀରବତା ଭାଙ୍ଗିଛନ୍ତି । କେନ୍ଦ୍ରମନ୍ତ୍ରୀ ହରଦୀପ…

ରାମ ନବମୀରେ ରାମଲଲାଙ୍କ ସୂର୍ଯ୍ୟ ତିଳକ, ଦିବ୍ୟ ଦର୍ଶନ କଲେ ଭକ୍ତ

ଉତ୍ତରପ୍ରଦେଶ: ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ପ୍ରଭୁ ରାମଲାଲାଙ୍କ କପାଳରେ ‘ସୂର୍ଯ୍ୟ ତିଳକ’ ଏକ ଅତ୍ୟନ୍ତ ଚମତ୍କାର ଦୃଶ୍ୟ ଦେଖାହୋଇଛି । ପ୍ରତିବର୍ଷ ରାମ ନବମୀ ତିଥିରେ ମଧ୍ୟାହ୍ନ ୧୨ଟା ସମୟରେ ସୂର୍ଯ୍ୟକିରଣ ସିଧାସଳଖ ଯାଇ ପ୍ରଭୁଙ୍କ କପାଳରେ ପଡ଼ିଥାଏ, ଯାହା…

ଜନଗଣନା ବେଳେ ଅଶାଳୀନ ପ୍ରଶ୍ନ ପଚାରିଲେ ଯିବାକୁ ପଡ଼ିବ ଜେଲ, ନିର୍ଦ୍ଦେଶ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଭାରତର ଆଗାମୀ ଜନଗଣନା ୨୦୨୭କୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଭାରତର ରେଜିଷ୍ଟରିଅର୍ ଜେନେରାଲଙ୍କ ଦ୍ବାରା ଜାରି ହୋଇଥିବା ଏକ ସର୍କୁଲାର ଅନୁଯାୟୀ, ଯଦି କୌଣସି ଜନଗଣନା ଅଧିକାରୀ ଜାଣିଶୁଣି ଅପମାନଜନିକ ତଥା…

ଅଟୋକୁ ଧକ୍କା ଦେଲା ସ୍କର୍ପିଓ, ଗୋଟିଏ ପରିବାରର ୫ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି । ସ୍କର୍ପିଓ ଏବଂ ଅଟୋର ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହି…

ପେଟ୍ରୋଲ୍‌ ଓ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି

ନୂଆଦିଲ୍ଲୀ: ତେଲ ଟିକସ କମାଇଲେ କେନ୍ଦ୍ର ସରକାର । ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବଢ଼ିବାରେ ଲାଗିଛି । ଏହାର ପ୍ରଭାବରୁ ସାଧାରଣ ଜନତାଙ୍କୁ ରକ୍ଷା କରିବା ପାଇଁ ଭାରତ ସରକାର ଏକ…

ବସ୍-ପିକ ଅପ୍ ଧକ୍କା; ୧୦ ମୃତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଫଳରେ ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିବା ବେଳେ ଛିନ୍ଦୱାଡ଼ାର ନାଗପୁର ରୋଡର ସିମାରିୟା…