ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ, ଜିଲ୍ଲାପାଳଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଚିଠି

ଭୁବନେଶ୍ୱର : ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବଣ୍ଟନ କର ୟୁନିଫର୍ମ । ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଏଭଳି ନିର୍ଦ୍ଦେଶ ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପୂର୍ବ ଶିକ୍ଷାବର୍ଷରେ ପୋଷାକ ଦେବାରେ ହୋଇଥିଲା…

ଆଜି ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ

ପୁରୀ : ଆଜି ପବିତ୍ର ଶ୍ରୀରାମନବମୀ । ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ହୋଇଥାଏ । ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ…

ଯୁଦ୍ଧ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଉଚ୍ଚସ୍ତରୀୟ ବୈଠକରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ମହିଳାଙ୍କୁ ହାଣି ଘରେ କଳାକନା ବୁଲାଇଲେ ମୁଖା ପିନ୍ଧା ଲୁଟେରା

ପିପିଲି: ପିପିଲିରେ ମାତିଲେ ମୁଖା ପିନ୍ଧା ଲୁଟେରା । କଣାସ ଗୋଲରା ଗାଁରେ ୩ ମୁଖା ପିନ୍ଧା ଲୁଟେରା ଆତଙ୍କ ଖେଲାଇଛନ୍ତି । ଘରେ ପଶି ମହିଳାଙ୍କୁ ହାଣିଲେ । ବିଳମ୍ବିତ ରାତିରେ ଘରୁ ଲୁଟିନେଲେ ୩ ଲକ୍ଷ ଟଙ୍କା ଓ…

ଏକ୍ସସାଇଜ୍‌ ଡ୍ୟୁଟି ହ୍ରାସ୍‌ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଏକ୍ସସାଇଜ୍‌ ଡ୍ୟୁଟି ହ୍ରାସ୍‌ ପାଇଁ ପିଏମ ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ଥିରତା ଓ ଜନ କଲ୍ୟାଣ ପାଇଁ ଭାରତ ସରକାରଙ୍କ ପ୍ରତିବଦ୍ଧତାକୁ ଏହା…

ବସ୍‌-ଟ୍ରକ ମୁହାଁମୁହିଁ : ଜଳିଗଲା ବସ୍, ୧୩ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ଗୁରୁବାର ସକାଳେ ଆନ୍ଧ୍ର ପ୍ରଦେଶର ମାର୍କାପୁରମ୍ ଜିଲ୍ଲାରେ ଏକ ଘରୋଇ ଟ୍ରାଭେଲ୍ସ ବସ୍‌ ଏକ ଟିପ୍ପର ଟ୍ରକ ସହିତ ଧକ୍କା ହୋଇ ନିଆଁ ଲାଗିଯିବାରୁ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ସକାଳ ପ୍ରାୟ ୬ଟାରେ ହରିକୃଷ୍ଣ ଟ୍ରାଭେଲ୍ସର ବସ୍‌ଟି ତେଲେଙ୍ଗାନାର…

ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଜରୁରୀ ସୂଚନା: ବିନା KYCରେ ଚାଲିବନି ଫେସବୁକ୍-ଇନଷ୍ଟାଗ୍ରାମ !

ନୂଆଦିଲ୍ଲୀ: ଆଜିର ସମୟରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। କିନ୍ତୁ ଏହା ସହିତ ଜଡିତ ସମସ୍ୟା ଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି ଆକାଉଣ୍ଟ, ଅନଲାଇନ୍ ଠକେଇ ଏବଂ ମହିଳା ଏବଂ ଶିଶୁଙ୍କ…

ପଦ୍ମା ନଦୀକୁ ଖସିଲା ବସ୍, ୨୩ ମୃତ

ବାଂଲାଦେଶ : ବାଂଲାଦେଶର ରାଜବାରୀ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ପଦ୍ମା ନଦୀକୁ ଖସିପଡିଛି। ଦୁର୍ଘଟଣାରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନେକ ଲୋକ ଆହତ ଏବଂ ନିଖୋଜ…

ଆବୁଧାବିରେ ମିସାଇଲ୍ ମାଡ଼ରେ ଭାରତୀୟଙ୍କ ମୃତ୍ୟୁ, ୩ ଆହତ

ନୂଆଦିଲ୍ଲୀ: ମିସାଇଲ୍ ମାଡ଼ରେ ଭାରତୀୟଙ୍କ ମୃତ୍ୟୁ । ୟୁଏଇର ରାଜଧାନୀ ଆବୁଧାବିରେ ଏକ ବଡ଼ ଧରଣର ମିସାଇଲ୍ ଆକ୍ରମଣ । ଏକ ବାଲିଷ୍ଟିକ ମିସାଇଲକୁ ଆକାଶମାର୍ଗରେ ଧ୍ୱଂସ କରାଯାଇଥିଲା, କିନ୍ତୁ ଏହାର ଭଙ୍ଗା ଅଂଶ ସ୍ୱେହାନ ଷ୍ଟ୍ରିଟ୍ ରେ ପଡ଼ିବାରୁ ଜଣେ…

ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା

ନୂଆଦିଲ୍ଲୀ : ​ସେନା ମେଡାଲ୍ ବିଜେତାଙ୍କୁ ସମ୍ମାନ। ଆଜୀବନ ଟ୍ରେନ୍ ଯାତ୍ରା ମାଗଣା! । ପ୍ରତିରକ୍ଷା ବିଭାଗ ପକ୍ଷରୁ ବଡ଼ ଘୋଷଣା କରାଯାଇଛି । ସେନା, ନୌସେନା କିମ୍ବା ବାୟୁସେନା ମେଡାଲ୍ ପାଇଥିବା ବୀର ଏବଂ ସେମାନଙ୍କ ପରିବାର ପାଇଁ ହୋଇଛି…