ଆସିଲା ୩ ବର୍ଷିଆ ଅବକାରୀ ନୀତି, ଗ୍ରାମାଞ୍ଚଳରେ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ୱର : ଆସିଲା ନୂଆ ୩ ବର୍ଷିଆ ଅବକାରୀ ନୀତି । ୧ ଏପ୍ରିଲରୁ ଲାଗୁ ହେବ । ନୂଆ ନୀତି ଅନୁଯାୟୀ ରାଜ୍ୟରେ ନୂଆ OFF କିମ୍ବା OS ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହଁ । ଏନେଇ…

ବଢୁଛି ଗ୍ୟାସ କଳାବଜାରୀ, ୩ ହଜାର ଟଙ୍କାରେ ବିକ୍ରି ହେଉଛି ସିଲଣ୍ଡର

ଭୁବନେଶ୍ୱର : ଗ୍ୟାସର ଅଭାବକୁ ନେଇ ବଢୁଛି କଳାବଜାରୀ । ୩ ହଜାର ଟଙ୍କାରେ ବିକ୍ରିହେଉଛି ଗ୍ୟାସ୍ ସିଲଣ୍ଡର । ହନ୍ତସନ୍ତ ବ୍ୟବସାୟୀ ଓ ଗ୍ରାହକ। ମଧ୍ୟ ପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି କାରଣରୁ ଗ୍ୟାସ ଓ ତୈଳ ଯୋଗାଣରେ ବାଧା…

ରୋଗୀ ମୃତ୍ୟୁକୁ ନେଇ ଏସସିବିରେ ଉତ୍ତେଜନା, ଡାକ୍ତରଙ୍କୁ ମାଡ଼ ଅଭିଯୋଗ

କଟକ : ରୋଗୀ ମୃତ୍ୟୁ ନେଇ କଟକ ଏସସିବିରେ ଉତ୍ତେଜନା । ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ଼ ମାରିଥିବା ଅଭିଯୋଗ । ନେଫ୍ରୋଲୋଜି ବିଭାଗରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି । ଭୁବନେଶ୍ୱରରୁ ଯାଇଥିବା ଜଣେ ରୋଗୀଙ୍କ ଚିକିତ୍ସିତ ଅବସ୍ଥାରେ…

ବେଆଇନ ଗ୍ୟାସ ରିଫିଲିଙ୍ଗ: ସିଲିଣ୍ଡରରେ ପାଣି ଭର୍ତ୍ତି କରି ବିକ୍ରି ଅଭିଯୋଗ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

କଟକ : ବେଆଇନ ଗ୍ୟାସ ରିଫିଲିଙ୍ଗ ଏବଂ ଅପମିଶ୍ରଣ ଅଭିଯୋଗରେ ଡେଲିଭରୀ କର୍ମଚାରୀ ଗିରଫ । ଅକସ୍ମାତ୍ ଚଢ଼ାଉ କରି ଧରିଲା ବିଡ଼ାନାସି ଥାନା ପୋଲିସ । ୧୦ଟି ଗ୍ୟାସ ସିଲିଣ୍ଡର ଜବତ ହୋଇଛି । ଏକ୍ସପ୍ଲୋସିଭସ୍ ଆକ୍ଟ ଅନୁଯାୟୀ ମାମଲା…

କାଳବୈଶାଖୀ ତାଣ୍ଡବ: ଛାରଖାର ହୋଇଗଲା ମହୋତ୍ସବ ଷ୍ଟଲ୍

ଯାଜପୁର : ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ । କେଉଁଠି ଭାଙ୍ଗୁଛି ତ ଆଉ କେଉଁଠି ଉଡାଇ ନେଉଛି । କାଳବୈଶାଖୀ ଝଡ଼ ଯୋଗୁଁ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଜୋର ପବନ ବୋହିବା ସହ ମୁଷଳଧାରା ବର୍ଷା…

ଟେଷ୍ଟ ଡ୍ରାଇଭ୍ ଆଳରେ ଡିଫେଣ୍ଡର ଲୁଟିଲେ ବିହାରୀ ଲୁଟେରା

ଭୁବନେଶ୍ୱର : ଟେଷ୍ଟ ଡ୍ରାଇଭ୍ ଆଳରେ ଡିଫେଣ୍ଡର ଧରି ଛୁ । ଲୁଟ ଅଭିଯୋଗ ନେଇ ପୋଲିସର ହଟଚମଟ ପରେ ଡିଫେଣ୍ଡର ଛାଡ଼ି ଦେଇ ପଳାଇଲେ ଅଭିଯୁକ୍ତ । ଖୋର୍ଦ୍ଧା ଗୋଡିପଡା ଟୋଲ ଗେଟ୍ ନିକଟରୁ ଡିଫେଣ୍ଡରକୁ ଠାବ କଲା ପୋଲିସ…

ଭିଜିଲାନ୍ସ ଜାଲରେ ଏସଡିଓ ; ଅଫିସ ଓ ଘରେ ରେଡ୍

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଭଞ୍ଜନଗର ଡହ ଜଳସେଚନ ବିଭାଗ ଏସଡିଓ ପଞ୍ଚୁ ବେହେରା। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୫ଟି ସ୍ଥାନରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି। ପଞ୍ଚୁ ବେହେରାଙ୍କ ବ୍ରହ୍ମପୁର ସ୍ଥିତ ବସନ୍ତ…

ମେଟା’ ଉପରେ ୩୧ ଶହ କୋଟିର ଫାଇନ୍ ଲଗାଇଲେ ଆମେରିକାର କୋର୍ଟ

ନୂଆଦିଲ୍ଲୀ: ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ହ୍ୱାଟ୍ସଆପ୍ ମାଲିକାନା ମେଟାକୁ ଆମେରିକାର ନ୍ୟୁ ମେକ୍ସିକୋରେ ଏକ ବଡ଼ ଝଟକା ଲାଗିଛି। ‘ମେଟା’ ଉପରେ ୩୧ ଶହ କୋଟିର ଫାଇନ୍ ଲଗାଇଛନ୍ତି ଆମେରିକାର କୋର୍ଟ । ପିଲାଙ୍କ ପାଇଁ ଫେସବୁକ୍-ଇନଷ୍ଟାଗ୍ରାମ ନିୟମାବଳୀ ଉଲ୍ଲଂଘନ କରିଥିବା…

ରାମନବମୀ ପାଇଁ ଦୁଇ ଦିନ ସରକାରୀ କାର୍ଯ୍ୟାଳୟ ବନ୍ଦ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ସରକାର

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶରେ ରାମନବମୀ ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଇ ଦିନିଆ ଛୁଟି ଘୋଷଣା କରିଛନ୍ତି । ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢୁଥିବାରୁ ଏବଂ ଧାର୍ମିକ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି । ଏହି…

୩୫ ଦିନ ମଧ୍ୟରେ ବୁକିଂ ହେବ LPG ସିଲିଣ୍ଡର, ନିୟମ ପରିବର୍ତ୍ତନ ନେଇ ବିବୃତ୍ତି ଜାରି କଲେ ସରକାର

ନୂଆଦିଲ୍ଲୀ : LPG ସିଲିଣ୍ଡର ବୁକିଂ ସମ୍ପର୍କରେ ଏକ ନୂଆ ଖବର ପ୍ରକାଶ ପାଉଛି । ଯାହାକୁ ଗୁଜବ ବୋଲି ସ୍ପଷ୍ଟ କରିଛନ୍ତି ସରକାର । ବିଭିନ୍ନ ଲୋକଙ୍କୁ ଗ୍ୟାସ ବୁକିଂ ପାଇଁ ବିଭିନ୍ନ ସମୟ ଅପେକ୍ଷା କରିବାକୁ ପଡିବ ।…