‘ଖାଦ୍ୟ ହିଁ ପରମ୍ପରାକୁ ଉଜ୍ଜୀବିତ କରି ରଖିଥାଏ, ଏହାର ସୁରକ୍ଷା, ଆମ ପରମ୍ପରାର ସୁରକ୍ଷା’
ଭୁବନେଶ୍ୱର: ଜୈବ ବିବିଧତାରେ ପରିପୂର୍ଣ୍ଣ ଓଡ଼ିଶାର ଖାଦ୍ୟ ଶସ୍ୟର ଏକ ଅନନ୍ୟ ପରିଚୟ ରହିଛି ନିଜର ପୁଷ୍ଟିକର ଓ ସ୍ୱାସ୍ଥ୍ୟପ୍ରଦ ଗୁଣବତ୍ତା ଯୋଗୁଁ। ସମୟକ୍ରମେ ଏଥିରୁ କିଛି ଖାଦ୍ୟ ବିସ୍ମୃତ ଓ ବିଲୁପ୍ତ ପ୍ରାୟ ଅବସ୍ଥାରେ ପହଁଚିଛି। ଏହାର ସୁରକ୍ଷା ଓ…