ପୁରୁଣା ପାସପୋର୍ଟ ଅଫିସକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ଭୁବନେଶ୍ବର: ଭୁବନେଶ୍ୱରରେ ପୁରୁଣା ପାସପୋର୍ଟ ଅଫିସ ଉଡ଼ାଇ ଦେବାକୁ ଧମକ । ମେଲ୍ ରେ ଦୁର୍ବୃତ୍ତ ଦେଇଛନ୍ତି ବୋମା ଧମକ । ପରୁଣା ପାସ୍ ପୋର୍ଟ ଅଫିସରେ ପହଞ୍ଚି ନୟାପଲ୍ଲୀ ପୋଲିସ ଯାଞ୍ଚ କରିଛି । ଅଫିସ ଭିତରେ ଓ ବାହାରେ…
ଭୁବନେଶ୍ବର: ଭୁବନେଶ୍ୱରରେ ପୁରୁଣା ପାସପୋର୍ଟ ଅଫିସ ଉଡ଼ାଇ ଦେବାକୁ ଧମକ । ମେଲ୍ ରେ ଦୁର୍ବୃତ୍ତ ଦେଇଛନ୍ତି ବୋମା ଧମକ । ପରୁଣା ପାସ୍ ପୋର୍ଟ ଅଫିସରେ ପହଞ୍ଚି ନୟାପଲ୍ଲୀ ପୋଲିସ ଯାଞ୍ଚ କରିଛି । ଅଫିସ ଭିତରେ ଓ ବାହାରେ…
ପୁରୀ: ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ କରୁଥିବା ବେଳେ ବୁଡ଼ିଗଲେ ପର୍ଯ୍ୟଟକ । ପୁରୀ ସ୍ବର୍ଗଦ୍ବାର ସମୁଦ୍ର କୂଳ ସେକ୍ଟର ୯ରେ ଘଟିଛି ଘଟଣା । ଲାଇଫଗାର୍ଡ ମାନେ ସମୁଦ୍ର ଭିତରକୁ ଯାଇ ତୁରନ୍ତ ପର୍ଯ୍ୟଟକଙ୍କୁ ଉଦ୍ଧାର କରି…
କଟକ: କଟକ ବଡ଼ ମେଡିକାଲ ନନ ଟ୍ରମା କାଜୁଆଲଟିରେ ପୁଣି ନିଆଁ । ସର୍ଟସର୍କିଟ ଅଗ୍ନିକାଣ୍ଡ । ଅଳ୍ପକେ ବର୍ତ୍ତିଲେ ରୋଗୀ । ନନ ଟ୍ରମା କାଜୁଆଲଟିରେ ଶହେରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିଲେ । ଧୂଆଁ ବାହାରିବା କାରଣରୁ ସ୍ମୋକ…
ବାଲେଶ୍ଵର: ବାଲେଶ୍ଵର ପରିବାର ଅଦାଲତ ନିକଟରେ ହାଇଡ୍ରାମା । କୋର୍ଟ ନିକଟରେ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ଲହୁ ଲୁହାଣ କରିଦେଲା ନିର୍ଦ୍ଦୟ ସ୍ୱାମୀ । ଉଭୟ ସ୍ୱାମୀ ସ୍ତ୍ରୀଙ୍କ ବାଲେଶ୍ଵର ପରିବାର ଅଦାଲତରେ ୨୦୨୫ ମସିହା ଡ଼ିସେମ୍ବର ମାସରୁ ଛାଡପତ୍ର…
ଚାନ୍ଦବାଲି: ଅଫିସ୍ ଭିତରେ ପଶି RIଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ତହସିଲ ସାରଣା ଆରଆଇ ତାପସ ରଞ୍ଜନ ଜେନାଙ୍କୁ ମରଣାନ୍ତକ ଆକ୍ରମଣ । ଅଫିସରେ କାମ କରୁଥିବାବେଳେ ମାଡ଼ ମାରିଥିଲେ ଜଣେ ବ୍ୟକ୍ତି ।…
ଭୁବନେଶ୍ୱର : ବିଧାନସଭାରେ ଉଠିଲା କୋକେଇ । ପଡ଼ିଲା ଖଇ କଉଡି। ‘ରାମ ନାମ ସତ୍ୟ ହେ’ ଧ୍ବନିରେ କମ୍ପିଲା ବିଧାନସଭା । ଏସସିବି ଅଗ୍ନିକାଣ୍ଡକୁ ନେଇ ବିଜେଡି ସଦସ୍ୟମାନେ ପ୍ରତିକାତ୍ମକ କୋକେଇ କରି ବିରାଟ ଶୋଭାଯାତ୍ରା କରିଛନ୍ତି । ଏଥିରେ…
ଭୁବନେଶ୍ୱର: ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର। ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ହେଲେ ବ୍ରାଣ୍ଡ୍ ଆମ୍ବାସଡର। ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ…
ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଢାଖୋଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଟିମାକୁ ଗୁଳିମାଡ଼ । ପୋଲିସ ଗୁଳିରେ ଟିମା ଝାଙ୍କର ଓରଫ ଧନେଶ୍ୱର ଝାଙ୍କର ଆହତ ହୋଇଛି । ଟିମାର ଡାହାଣ ଗୋଡ଼ରେ ବାଜିଛି ଗୁଳି । ଆହତ ଟିମାକୁ ରେଢ଼ାଖୋଲ ଡାକ୍ତରଖାନାରେ…
ଭୁବନେଶ୍ୱର : ଅଶାନ୍ତ ବିଜେବି କଲେଜ । ଫେରୱେଲ୍ ପାର୍ଟିରୁ ପିଟାପିଟି । କ୍ୟାମ୍ପସରେ ଚାଲିଲା ଇଟା ପଥର ମାଡ଼ । ଡିଜେ ବଜାଇବାକୁ ନେଇ କ୍ୟାମ୍ପସରେ ଉତ୍ତେଜନା । ଦୁଇ ହଷ୍ଟେଲ ପିଲାଙ୍କ ମଧ୍ୟରେ ଗଣ୍ଡଗୋଳ । ପଥର ମାଡ…
ସୁନ୍ଦରଗଡ଼ : ଦେଶୀ ମଦଭାଟି ବନ୍ଦ ଦାବିରେ ଆନ୍ଦୋଳନ। ବର୍ଷାରେ ସାରା ରାତି ଧାରଣାରେ ବସିଲେ ଆନ୍ଦୋଳନକାରୀ। ଜିଲ୍ଲାପାଳ ଆସି କଥା ହେଲେ ବି ଜିଦରେ ଅଟଳ ଗ୍ରାମବାସୀ । ମଦଭାଟି ବନ୍ଦ ନେଇ ଲିଖିତ ପ୍ରତିଶ୍ରୁତି ନମିଳିବା ଯାଏ ଆନ୍ଦୋଳନ…