ଗୁଜରାଟରେ ପହଞ୍ଚିଲା ଶିବାଲିକ୍ ଜାହାଜ: ଦୂର ହେବ ଏଲପିଜି ସଙ୍କଟ
ନୂଆଦିଲ୍ଲୀ : ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ପତାକା ବିଶିଷ୍ଟ ଏଲପିଜି ଟ୍ୟାଙ୍କର୍ ଶିବାଲିକ୍ ଏଲପିଜି କ୍ୟାରିଅର ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି। ଜାହାଜଟି ହର୍ମୁଜରୁ ସୁରକ୍ଷିତ ଭାବରେ ପାର ହୋଇ ଭାରତ ଅଭିମୁଖେ ଯାତ୍ରା କରିଥିଲା, ଯେଉଁଥିରେ…