ଗ୍ୟାସ୍ ଏଜେନ୍ସି ଉପରେ ଚଢ଼ାଉ, ଯାଞ୍ଚ କଡ଼ାକଡ଼ି କରିଛି କଟକ ପ୍ରଶାସନ
କଟକ : ଗ୍ୟାସ ସଙ୍କଟ ଦେଖାଦେବା ପରେ କଟକ ପ୍ରଶାସନର ତତ୍ପରତା । ବିଭିନ୍ନ ସ୍ଥାନରେ ଗ୍ୟାସ୍ ଏଜେନ୍ସି ଉପରେ ଚଢ଼ାଉ ଆରମ୍ଭ ହୋଇଛି । କଟକରେ ଗ୍ୟାସ ଷ୍ଟକିଷ୍ଟ ମାନଙ୍କର ଗୋଦାମକୁ ଯାଞ୍ଚ କରାଯାଇଛି । ଅଭିଯୋଗ କ୍ରମେ ଗୋଟିଏ…
କଟକ : ଗ୍ୟାସ ସଙ୍କଟ ଦେଖାଦେବା ପରେ କଟକ ପ୍ରଶାସନର ତତ୍ପରତା । ବିଭିନ୍ନ ସ୍ଥାନରେ ଗ୍ୟାସ୍ ଏଜେନ୍ସି ଉପରେ ଚଢ଼ାଉ ଆରମ୍ଭ ହୋଇଛି । କଟକରେ ଗ୍ୟାସ ଷ୍ଟକିଷ୍ଟ ମାନଙ୍କର ଗୋଦାମକୁ ଯାଞ୍ଚ କରାଯାଇଛି । ଅଭିଯୋଗ କ୍ରମେ ଗୋଟିଏ…
ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ । ମନୀଷ ଅଗ୍ରୱାଲ ହେଲେ ସମବାୟ ସମିତିର ନିବନ୍ଧକ । ସ୍ମୃତିରଂଜନ ପ୍ରଧାନ ହେଲେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ । ସିଦ୍ଧାର୍ଥ ଦାସ ହେଲେ ମତ୍ସ୍ୟ ସଂପଦ ବିଭାଗର ନିର୍ଦ୍ଦେଶକ…
ଭୁବନେଶ୍ୱର : ଚଳିତ ବର୍ଷ ହେବନି ପାୱାରକଟ୍ । ଖରା ଦିନେ ହେବନି ବିଦ୍ୟୁତ କାଟ । ବିଧାନସଭାରେ ଲିଖିତ ଉତ୍ତରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ…
ମାଲକାନଗିରି : ଦୁଇ ଟନ୍ କଇଁଛ ଜବତ । ବେଆଇନ ଚାଲାଣ ବେଳେ ଜବତ । ଓଡ଼ିଶା – ଆନ୍ଧ୍ର ସୀମାରୁ ୬୩୧ଟି କଇଁଛ ଜବତ କଲା ମାଲକାନଗିରି ଜିଲ୍ଲା ବନ ବିଭାଗ । ଜବତ କଇଁଛ ଗୁଡ଼ିକ ଭାରତୀୟ ଫ୍ଲାପସେଲ୍…
ଭୁବନେଶ୍ୱର : ଗୃହରେ ଗ୍ୟାସ ତାତି । ଚାଲିପାରୁନି ବିଧାନସଭା । ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବି । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ହଙ୍ଗାମା କରିଥିଲେ। ଗ୍ୟାସ୍ ଅଭାବକୁ ନେଇ ହୋହଲ୍ଲା କରିଥିଲେ। ଗୃହ ମଧ୍ୟଭାଗରେ ପ୍ଲାକାର୍ଡ ଧରି…
ବ୍ରହ୍ମପୁର : ପୋଲିସକୁ ନାହିଁ ଭୟ । ଦିନ ଦିପହରରେ ବୁଲୁଚି ଖଣ୍ଡା । ଅସାମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି । ବ୍ରହ୍ମପୁର ବଡ଼ବଜାର ଥାନା ଅଞ୍ଚଳରେ ପୁଣି ବୁଲିଲା ଖଣ୍ଡା । ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ…
କଟକ : ଚୌଦ୍ବାର ବିରୂପା ବ୍ୟାରେଜ୍ ଏକ ନମ୍ବର ଗେଟ ନିକଟରେ ଦୁଇ ଯୁବଙ୍କର ମୃତ ଦେହ ଭାସୁଥିବା ଦେଖିବା ପାଇଁ ମିଳିଛି । ଯୁବକ ଦୁଇ ଜଣ ହେଲେ ଚୌଦ୍ବାର ମଣ୍ଡାପଡ଼ା ଅଞ୍ଚଳର ଦେବାଶିଷ ସାହୁ ଓ ଶୁଭାଶିଷ ସାହୁ…
ଦେବଗଡ଼ : ଦେବଗଡ଼ରେ ଟ୍ରିପଲ ମର୍ଡର । ପାରିବାରିକ କଳହର ଉଗ୍ର ରୂପ । ସ୍ତ୍ରୀ-ବୋହୂ ଓ ନାତୁଣୀକୁ ହତ୍ୟା । ହାତୁଡ଼ିରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ । ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଗରିଆପାଲି ଗାଁରେ…
ଭୁବନେଶ୍ୱର : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦବେଗ । ଘଟଣା ଉପରେ ଟ୍ରାକ୍ ରଖିବାକୁ ଏବଂ ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ…
ଭୁବନେଶ୍ୱର : ଅମାନିଆ ଗାଡ଼ି ଚାଳକ ସାବଧାନ। ମାର୍ଚ୍ଚ ୨୧ରୁ ହେବ ଆକ୍ସନ । ସଡ଼କ ନିୟମ ଉଲ୍ଲଙ୍ଘନ ବିରୋଧରେ କଡ଼ାକଡ଼ି ହେବ ଗାଡ଼ି ଯାଞ୍ଚ । ପରିବହନ ବିଭାଗ ଚଳାଇବ ସ୍ବତନ୍ତ୍ର ଅଭିଯାନ । ସାରା ରାଜ୍ୟରେ ଆରଟିଓ ଟିମ୍…