ମଧ୍ୟପ୍ରାଚ୍ୟରେ ଫସିଛନ୍ତି ଓଡ଼ିଆ ଶ୍ରମିକ: ସ୍ବଦେଶ ଫେରାଇ ଆଣିବାକୁ ପରିବାରର ନିବେଦନ

କେନ୍ଦ୍ରାପଡା : ମଧ୍ୟପ୍ରାଚ୍ୟରେ ଫସିଛନ୍ତି ଓଡ଼ିଆ ଶ୍ରମିକ । ଆମେରିକା ଓ ଇରାନ ଯୁଦ୍ଧର ଖବର ଶୁଣି ଫସିଥିବା ଓଡ଼ିଆ ଶ୍ରମିକଙ୍କ ପରିବାର ଲୋକ ଅସ୍ତବ୍ୟସ୍ତ । ଘର ଲୋକଙ୍କ କାନ୍ଦବୋବାଳିରେ ଫାଟୁଛି ଗାଁ ଦାଣ୍ଡ । କେନ୍ଦ୍ରାପଡା ଜିଲ୍ଲା ଆଳି…

ରେଢାଖୋଲ ବନଖଣ୍ଡର ବିଭିନ୍ନ ରେଞ୍ଜର ଜଙ୍ଗଲରେ ଲାଗିଛି ନିଆଁ

ରେଢାଖୋଲ: ଜଳୁଛି ଜଙ୍ଗଲ। ରେଢାଖୋଲ ବନଖଣ୍ଡର ବିଭିନ୍ନ ରେଞ୍ଜର ଜଙ୍ଗଲରେ ଲାଗିଛି ନିଆଁ । ହୁ ହୁ ହୋଇ ଜଳୁଛି ଜଙ୍ଗଲ । କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଯୋଗୁ ବହୁ ମୂଲ୍ୟବାନ ଗଛ ପୋଡି…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ଘରୋଇ ହସ୍ପିଟାଲରେ ଉତ୍ତେଜନା

କଟକ: ଜଲାରପୁର ଗାଁର ଜ୍ୟୋତିରଞ୍ଜନ ବାରିକଙ୍କ ପତ୍ନୀ ଚନ୍ଦ୍ରକାନ୍ତାଙ୍କର ଗଲ୍ ବ୍ଲାଡରରେ ଷ୍ଟୋନ ଅପରେସନ ପାଇଁ ଭର୍ତ୍ତି କରାଯାଇଥିଲା । ଅପରେସନ ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କ, ଠିକ୍ ସମୟରେ ଆସୁନି ସିଲିଣ୍ଡର

ଭୁବନେଶ୍ବର: ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଗ୍ୟାସ୍ ଯୋଗାଣରେ ବାଧା । ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର। ଏଲପିଜି ସିଲିଣ୍ଡର ପାଇଁ ଏଜେନସୀ ଆଗରେ ଲମ୍ବା ଲାଇନ। ସ୍ଥିତି ଏମିତି ହେଇଛି ଯେ, ୨୦-୨୫…

କର୍ତ୍ତବ୍ୟରେ ଅବହେଳା ଅଭିଯୋଗ, ୩ ବନ କର୍ମଚାରୀ ନିଲମ୍ବିତ

କେନ୍ଦୁଝର: କର୍ତ୍ତବ୍ୟରେ ଅବହେଳା ପାଇଁ ୩ ବନ କର୍ମଚାରୀ ସସପେଣ୍ଡ । କେନ୍ଦୁଝର ବନବିଭାଗ ମୁଖ୍ୟାଳୟରେ ଅନୁପସ୍ଥିତି ଓ ଅଗ୍ନି ପରିଚାଳନାରେ ଅବହେଳା ଯୋଗୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କେନ୍ଦୁଝର ଫରେଷ୍ଟର ପ୍ରମୋଦ ବେହେରାଙ୍କୁ ନିଲମ୍ବନ କରାଯାଇଛି । ଏହାସହ ଘଟଗାଁ…

ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା, ଆସନ୍ତା ୨୪ ଘଣ୍ଟାରେ ୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା

ଭୁବନେଶ୍ବର: ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ…

ପାକିସ୍ତାନରେ ଦୁଇ ସପ୍ତାହ ସ୍କୁଲ ବନ୍ଦ, ଦରମା ୨୫% ହ୍ରାସ

ନୂଆଦିଲ୍ଲୀ: ଇରାନ ବିରୋଧରେ ଆମେରିକା ଓ ଇସ୍ରାଏଲର ଯୁଦ୍ଧ ପାକିସ୍ତାନ ପାଇଁ ବଡ ବିପର୍ଯ୍ୟୟ ପାଲଟିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଦେଶର ତୈଳ ସଂରକ୍ଷଣ ପାଇଁ ଅନେକ କଠୋର ପଦକ୍ଷେପ ଘୋଷଣା କରିଛନ୍ତି । ତେଲ ଏବଂ ଗ୍ୟାସ୍ ପାଇଁ…

କୋଭିଡ ୧୯ ଭ୍ୟାକସିନ ଯୋଗୁଁ ମୃତ୍ୟୁ ହୋଇଥିଲେ ମିଳିବ କ୍ଷତିପୂରଣ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କୁ କୋଭିଡ ଭ୍ୟାକସିନ ଯୋଗୁଁ ହୋଇଥିବା ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟା କ୍ଷତି ପାଇଁ କ୍ଷତିପୂରଣ ନୀତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟ କହିଛନ୍ତି, ଭ୍ୟାକସିନ୍ର କୁପ୍ରଭାବ ସମସ୍ତଙ୍କ ଉପରେ ପଡିଛି । ତେଣୁ ଏହାର…

ଚୀନ୍‌ରେ ଶକ୍ତିଶାଳୀ ଭୂମିକମ୍ପ

ନୂଆଦିଲ୍ଲୀ: ମଙ୍ଗଳବାର ଚୀନ୍‌ର ଜିନଜିଆଙ୍ଗ ପ୍ରଦେଶରେ ୪.୩ ତୀବ୍ରତାର ଭୂକମ୍ପ ଝଟକା ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ମଙ୍ଗଳବାର ଦିନ ଏକ ବିବୃତ୍ତିରେ କୁହାଯାଇଛି। ଏନସିଏସ ଅନୁଯାୟୀ, ଭୂମିକମ୍ପ ୧୬୫ କିଲୋମିଟର ଗଭୀରତାରେ ହୋଇଥିଲା। ପୂର୍ବରୁ ମଧ୍ୟ…

ଜର୍ମାନୀର ବିଶିଷ୍ଟ ଐତିହାସିକ ପଦ୍ମଶ୍ରୀ ହର୍ମାନ କୁଲକେଙ୍କ ପରଲୋକ

ନୂଆଦିଲ୍ଲୀ: ପଦ୍ମଶ୍ରୀ ହର୍ମାନ କୁଲକେଙ୍କ ପରଲୋକ । ଓଡ଼ିଶା ଇତିହାସର ଅନନ୍ୟ ଗବେଷକ ପ୍ରଫେସର ହର୍ମାନ କୁଲକେଙ୍କ ପରଲୋକ । ଜର୍ମାନୀର ବିଶିଷ୍ଟ ଇତିହାସକାର ତଥା ଓଡ଼ିଶା ସଂସ୍କୃତିର ଜଣେ ବଡ଼ ପ୍ରେମୀ ପ୍ରଫେସର ହର୍ମାନ କୁଲକେଙ୍କର ଦେହାନ୍ତ ହୋଇଛି ।…