ଇସ୍ରାଏଲ ଉପରେ ହୋଇଥାନ୍ତା ପରମାଣୁ ଆକ୍ରମଣ, ଖୁଲାସା କଲେ ଟ୍ରମ୍ପ
ନୂଆଦିଲ୍ଲୀ: ଇସ୍ରାଏଲରେ ହୋଇଥାନ୍ତା ପରମାଣୁ ଆକ୍ରମଣ । ବଡ଼ ଖୁଲାସା କରିଛନ୍ତି ଟ୍ରମ୍ପ । ଆମେରିକା ଓ ଇସ୍ରାଏଲ ଉପରେ ଭୟଙ୍କର ଆକ୍ରମଣ ହେବାକୁ ଥିଲା ବୋଲି ଟ୍ରମ୍ପ କହିଛନ୍ତି । ଆମେ ଆଗୁଆ ପଦକ୍ଷେପ ନେଇନଥିଲେ ସେମାନେ ଆମ ଉପରେ…
ନୂଆଦିଲ୍ଲୀ: ଇସ୍ରାଏଲରେ ହୋଇଥାନ୍ତା ପରମାଣୁ ଆକ୍ରମଣ । ବଡ଼ ଖୁଲାସା କରିଛନ୍ତି ଟ୍ରମ୍ପ । ଆମେରିକା ଓ ଇସ୍ରାଏଲ ଉପରେ ଭୟଙ୍କର ଆକ୍ରମଣ ହେବାକୁ ଥିଲା ବୋଲି ଟ୍ରମ୍ପ କହିଛନ୍ତି । ଆମେ ଆଗୁଆ ପଦକ୍ଷେପ ନେଇନଥିଲେ ସେମାନେ ଆମ ଉପରେ…
ନୂଆଦିଲ୍ଲୀ: ଇରାନ ଯଦି ତୈଳ ଯୋଗାଣ ବନ୍ଦ କରେ, ତେବେ ତାକୁ କଡ଼ା ଜବାବ ଦିଆଯିବ । ଇରାନର ଆକ୍ରମଣ ଯୋଗୁଁ ତୈଳ ଯୋଗାଣ ଉପରେ ପଡ଼ୁଥିବା ପ୍ରଭାବକୁ ନେଇ ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି, ମୁଁ ଏକ ଆତଙ୍କବାଦୀ ଶାସନକୁ ବିଶ୍ୱକୁ…
ନୂଆଦିଲ୍ଲୀ: ଦେଶରେ ଏଲପିଜି ସଙ୍କଟ ଚିନ୍ତା ବଢାଇବା ପରେ ଏଲପିଜି ଯୋଗାଣ ପାଇଁ ଏସମା ଲାଗୁ । ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଶେଷ ନେଇ ଅନିଶ୍ଚିତତା ଦେଖାଯାଇଥିବାରୁ ଭବିଷ୍ୟତରେ ରୋଷେଇ ଗ୍ୟାସର ଅଭାବ ଉତ୍କଟ ହେବା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ…
ନୂଆଦିଲ୍ଲୀ: ଯୁଦ୍ଧ ସ୍ଥିତିକୁ ନେଇ କଥା ହେଲେ ଟ୍ରମ୍ପ-ପୁଟିନ। ମଧ୍ୟପ୍ରାଚ୍ୟ ଯୁଦ୍ଧ ସହ ରୁଷ-ୟୁକ୍ରେନ ଯୁଦ୍ଧ ପ୍ରସଂଗରେ କଥା ହେଲେ ଦୁଇ ସୁପର ପାୱାର । ପ୍ରାୟ ଏକ ଘଣ୍ଟା ଧରି କଥାବାର୍ତ୍ତା ହୋଇଛନ୍ତି ଦୁଇ ନେତା । ଉଭୟ ରୁଷ…
ଭୁବନେଶ୍ୱର: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ମୋହନ ସରକାରଙ୍କୁ ଅନୁରୋଧ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି ଓଡ଼ିଆଙ୍କୁ ଫେରେଇ ଆଣ। ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଥିବାବେଳେ ଏହା ଅଧିକ ତୀବ୍ର ହେବାରେ ଲାଗିଛି।…
ଯାଜପୁର: ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଳରାମପୁର ସଂରକ୍ଷିତ ଜଙ୍ଗଲ ଜମିରୁ କଳା ପଥର ଲୁଟ୍ ବେଳେ ଟ୍ରାକ୍ଟର ଓଲଟି ଚାଳକର ମୃତ୍ୟୁ ଘଟିଛି। ମୃତକ ଜେନାପୁର ଥାନା ଅନ୍ତର୍ଗତ କାମାଗଡ ଗାଁର ପଙ୍କଜ ଭୂୟାଁ ବୋଲି ଜଣାପଡ଼ିଛି। ଆଜି…
ରାୟଗଡା: ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଦୁର୍ଗୀ ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ଢ଼ାବା ନିକଟରେ ୨ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତରଙ୍କୁ ତୁରନ୍ତ…
ପୁରୀ : ପୁରୀରେ ଲଭ୍ ଜିହାଦ। ବାଂଲାଦେଶରେ ନିର୍ଯାତିତା ଓଡ଼ିଆ ଝିଅ । ଶ୍ରୀକ୍ଷେତ୍ରରେ କାନ୍ଦୁଛି ଝିଅର ମାଆ। ଝିଅକୁ ଉଦ୍ଧାର କରିବା ପାଇଁ ସରକାରଙ୍କୁ ପରିବାରର ନିବେଦନ । ବେଙ୍ଗଲି ବୋଲି କହି ଆପ ଜରିଆରେ ଝିଅକୁ ପ୍ରେମରେ ଫସାଇ…
କଟକ : କଟକ ଗୋପାଳପୁର ବଢ଼େଇ ସାହି ନିକଟ କାଠଯୋଡି ନଦୀ ପଠାରେ ଏକ ଭୟଙ୍କର ଶବ୍ଦ ଶୁଣିବାକୁ ମିଳିଛି । ଶବ୍ଦର ତୀବ୍ରତା ଏତେ ଜୋର୍ ଥିଲା ଯେ ଶବ୍ଦ ହେବା ସ୍ଥାନ ଠାରୁ ୧୦ କିଲୋମିଟର ପର୍ଯ୍ୟନ୍ତ ଶବ୍ଦ…
ଭୁବନେଶ୍ୱର : ଓଡ଼ିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ । ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ଦେଇ କେନ୍ଦ୍ର ସରକାର ପୋତ୍ତନୁର ଏବଂ ଧାନବାଦକୁ ସଂଯୋଗ କରିବା ପାଇଁ ନୂତନ ଅମୃତ ଭାରତ ଟ୍ରେନ୍…