ଟ୍ରକ ସହ ପିଟି ହେଲା ବାଇକ, ବାପ-ପୁଅ ମୃତ
ବାଂଶପାଳ: କେନ୍ଦୁଝର ଜିଲ୍ଲା ସଦର ଥାନା ଶୁଆକାଟି ଫାଣ୍ଡି ତେନ୍ତୁଳିଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି | ଟ୍ରକକୁ ବାଇକ ଧକ୍କା ଦେଇଥିବାବେଳେ ଘଟଣାସ୍ଥଳରେ ବାପ ଓ ୩ ବର୍ଷର ଶିଶୁ ପୁତ୍ରଙ୍କର ମୃତ୍ୟୁ ହୋଇଯାଇଛି | ଏହି ଦୁର୍ଘଟଣାରେ ସ୍ତ୍ରୀ ଗୁରୁତର…
ବାଂଶପାଳ: କେନ୍ଦୁଝର ଜିଲ୍ଲା ସଦର ଥାନା ଶୁଆକାଟି ଫାଣ୍ଡି ତେନ୍ତୁଳିଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି | ଟ୍ରକକୁ ବାଇକ ଧକ୍କା ଦେଇଥିବାବେଳେ ଘଟଣାସ୍ଥଳରେ ବାପ ଓ ୩ ବର୍ଷର ଶିଶୁ ପୁତ୍ରଙ୍କର ମୃତ୍ୟୁ ହୋଇଯାଇଛି | ଏହି ଦୁର୍ଘଟଣାରେ ସ୍ତ୍ରୀ ଗୁରୁତର…
ପାପଡାହାଣ୍ଡି: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଖୁଟବାଇ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାନ ଦାମାପାଳା ଗ୍ରାମ ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କର ମୃତ୍ୟୁ ହୋଇଯାଇଛି | ମୁତ ଶିଶୁ ଦୁଇ ଜଣ ସମ୍ପର୍କୀୟ ଭଉଣୀ | ସୂଚନା ଅନୁଯାୟୀ ଦାମାପାଳା ଗ୍ରାମର ମାନସୀ…
ଭୁବନେଶ୍ଵର: ବରିଷ୍ଠ ସାମ୍ବାଦିକଙ୍କ ପରଲୋକ। ହୃଦଘାତରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରି କହିଛନ୍ତି ତାଙ୍କର ବିୟୋଗ…
ରେଙ୍ଗାଲି କ୍ୟାମ୍ପ : ବରଗଡ ଜିଲା ଅତାବିରା ଥାନା ଅନ୍ଧାରିପାଲି ଗାଁରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ବେଣୁଧର ଛୁରିଆ (୫୫)ବୋଲି ଜଣାପଡିଛି। ଆଜି ଭୋର ସମୟରେ ବେଣୁଧର ନିଜ ଚାଷ ଜମିକୁ ଦେଖିବାକୁ…
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି । ବଜାରରେ ଖାଇବା ତେଲ ଦର ବୃଦ୍ଧି ହୋଇଛି। କିଛିଦିନ ତଳେ ରିଫାଇନ୍ ତେଲ ଲିଟର ୧୬୦ଟଙ୍କାରେ ବିକ୍ରି ହେଉଥିବାବେଳେ ଦୁଇଦିନ ହେଲା ଲିଟର ପିଛା ୧୭୦ଟଙ୍କାରେ ବିକ୍ରି…
ଭୁବନେଶ୍ୱର : ଦୁଇ ବର୍ଷରେ ୭୧୧ କୋଟି ଟଙ୍କା ଲୁଟି ନେଲେଣି ସାଇବର ଠକ, କିନ୍ତୁ ଫେରିଛି ମାତ୍ର ୭ କୋଟି ଟଙ୍କା l ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଅନଲାଇନରେ ଲେଣଦେଣ କରୁଛନ୍ତି କି…
ଭୁବନେଶ୍ବର: ପୁରୀ,ବରଗଡ଼ ପରେ କଳାହାଣ୍ଡି ଜିଲା କୋର୍ଟକୁ ବୋମା ଧମକ ମିଳିଛି। ଜିଲା ଦୌରା ଓ ଜର୍ଜଙ୍କ ଇମେଲକୁ ଏହି ଧମକପୂର୍ଣ୍ଣ ମେଲ୍ ଆସିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ପୁଲିସ୍ କୋର୍ଟରେ ପହଞ୍ଚି ତଦନ୍ତ ଆରମ୍ଭ…
ବଲାଙ୍ଗିର: ବଲାଙ୍ଗିର ଭାଗୀରଥୀ ଛକ-ସର୍କିଟ ହାଉସ ରାସ୍ତା ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ ଧକ୍କାରେ ଗୁରୁତର ଆୟୁର୍ବେଦ ଡାକ୍ତରୀ ଛାତ୍ରୀଙ୍କର ଚିକିତ୍ସାଧିନ ଅବସ୍ଥାରେ ବରଗଡ଼ ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ମୃତ୍ୟୁ ହୋଇଯାଇଛି। ମୃତ ଛାତ୍ରୀ…
ଭୁବନେଶ୍ୱର : ମିଶନ ରାଜ୍ୟସଭା । ମଇଦାନରେ ୫ ପ୍ରାର୍ଥୀ । ନାମାଙ୍କନ ପତ୍ର ପ୍ରତ୍ୟାହାର ସମୟ ଶେଷ । ଆଜି ଥିଲା ରାଜ୍ୟସଭା ପ୍ରାର୍ଥୀପତ୍ର ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । କୌଣସି ପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରିନାହାନ୍ତି ।…
ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର…