ଜଳିଗଲା ପରିବା ଦୋକାନ, ଦୋକାନୀ ଜୀବନ୍ତ ଦଗ୍ଧ

କେନ୍ଦ୍ରାପଡ଼ା: ପରିବା ଦୋକାନରେ ନିଆଁ, ଦୋକାନୀ ଜୀବନ୍ତଦଗ୍ଧ। କୁଦାନଗରୀ ଥାନା କଳାବୁଦା ବାରୁଣୀ ବଜାରରେ ଅଘଟଣ। ବାହାର କବାଟ ଦେଇ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଅଭିଯୋଗ। ମୃତକ ଗୋଗିନ୍ଦପୁର ଗାଁର ଜଣାପଡିଛି। ସାଇଣ୍ଟିଫିକ୍ ଟିମ୍‌କୁ ନେଇ ପୋଲିସର ତଦନ୍ତ ଆରମ୍ଭ…

ନୂଆବର୍ଷ ଲାଗି ପୁରୀରେ ନାହିଁ ନଥିବା ଗହଳି, ୬୦ ପ୍ଲାଟୁନ୍ ପୋଲିସ ମୁତୟନ

ପୁରୀ: ଡିସେମ୍ବର ୨୫ ତାରିଖ ଠାରୁ ପୁରୀରେ ବହୁ ମାତ୍ରାରେ ଭିଡ ପରିଲିକ୍ଷିତ ହେଉଛି । ଶ୍ରୀମନ୍ଦିରରେ ତ ନାହିଁ ନଥିବା ଗହଳି । ଭକ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ଭିଡ ନିୟନ୍ତ୍ରଣ କରିବା ପାଇଁ ମନ୍ଦିର ପରିସରରୁ ମୁଖ୍ୟ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଇ ନିହାର ସରକାର ଗିରଫ

ମାଲକାନଗିରି: ଜୁନିଅର ଇଞ୍ଜିନିୟର ନିହାର ରଞ୍ଜନ ସରକାର ଗିରଫ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନିହାରଙ୍କୁ ଗିରଫ କରିଛି ଓଡିଶା ଭିଜିଲାନ୍ସ । ତେବେ ଏହି ମାମଲାରେ କୋରାପୁଟ ଭିଜିଲାନ୍ସ ଥାନାରେ ୪୦/୨୦୨୫ ନମ୍ବର ମାମଲା ରୁଜୁ କରାଯାଇଛି। ଶନିବାର…

ପ୍ରଦୂଷଣ ପ୍ରମାଣପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର: ପରିବହନ ମନ୍ତ୍ରୀ

ଭୁବନେଶ୍ବର: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମୋଟର ଭେଇକିଲ୍ ଆକ୍ଟ ଅନୁଯାୟୀ, ଗାଡିର ସବୁ ପ୍ରକାର ପ୍ରମାଣପତ୍ର ରହିବା କଥା। ସୂଚନା ଅନୁଯାୟୀ, ଗ୍ରୀନ୍ ଷ୍ଟିକର…

ହାଇୱା-ଟ୍ରକ ମୁହାଁମୁହିଁ: ପ୍ରାଣ ହରାଇଲେ ଦୁଇ ଡ୍ରାଇଭର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୋଇଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜାତୀୟ ରାଜପଥ ୫୨୦ର ଡେଥ୍ ଜୋନ୍ ପାଲଟିଥିବା କେ ବଲାଙ୍ଗ ଥାନା ଅନ୍ତର୍ଗତ ଚୁନାଘାଟିରେ ସଡ଼କ ଦୁର୍ଘଟଣାରେ ଦୁଇ ଡ୍ରାଇଭର ପ୍ରାଣ ହରାଇଛନ୍ତି। ମଧ୍ଯ ରାତ୍ରିରେ କୁନ୍ଦୁରୁପାଣି ଛକ ନିକଟରେ ଲୁହା…

ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ କଲେ ମହାପ୍ରଭୁଙ୍କୁ ଦର୍ଶନ

ପୁରୀ: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ଵରରେ ପହଞ୍ଚିବା ପରେ ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଭାରତର ମୁଖ୍ୟ ନିର୍ବାଚନ କମିଶନର । ଏହି ସମୟରେ ତାଙ୍କ ସାଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ…

ଆରମ୍ଭ ହେଲା ‘ଅଟଳ କ୍ୟାଣ୍ଟିନ୍’ ଯୋଜନା, ମାତ୍ର ୫ ଟଙ୍କାରେ ମିଳିବ ପେଟ ଫୁଲ୍ ଖାଦ୍ୟ

ନୂଆଦିଲ୍ଲୀ: ମାତ୍ର ୫ ଟଙ୍କାରେ ପେଟ ଫୁଲ୍ ଖାଇବା ପାଇବା କୁ ଚାହୁଁଛନ୍ତି କି? ତା ପୁଣି ବିଭିନ୍ନ ରକମର ସୁସ୍ବାଦୁ ଖାଦ୍ୟ । ତେବେ ଜାଣି ରଖନ୍ତୁ କେଉଁଠି କେଉଁଠି ଏହି ସୁବିଧା ଉପଲବ୍ଧ… ଦିଲ୍ଲୀ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ…

ଆଜିଠୁ ବର୍ଦ୍ଧିତ ରେଳଭଡା ଲାଗୁ କଲା ଭାରତୀୟ ରେଳବାଇ

ନୂଆଦିଲ୍ଲୀ: ବର୍ଦ୍ଧିତ ରେଳଭଡା ଲାଗୁକଲା ଭାରତୀୟ ରେଳବାଇ। ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା ବଢିବ ନାହିଁ। ସାଧାରଣ ବର୍ଗରେ ୧ ଓ ଏସି/ନନ୍‌ ଏସିରେ ୨ ପଇସା ବୃଦ୍ଧି କଲା ରେଲୱେ। ୨୧ ତାରିଖରେ ଭଡା ବୃଦ୍ଧି ନେଇ…

୨୦ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: କୁନି କୁନି ପ୍ରତିଭାବାନ ପିଲାଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର । ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ୧୮ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୨୦ ଜଣ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର ପ୍ରଦାନ କରିଛନ୍ତି…

କାନାଡାରେ ଭାରତୀୟ ଛାତ୍ରଙ୍କୁ ହତ୍ୟା

କାନାଡା: କାନାଡା ଟୋରଣ୍ଟୋ ସ୍କାରବୋରୋ ବିଶ୍ୱବିଦ୍ୟାଳୟରେ ଜଣେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି । ପୀଡ଼ିତ ଜଣଙ୍କ ହେଉଛନ୍ତି ୨୦ବର୍ଷୀୟ ଡକ୍ଟରେଟ୍ ଛାତ୍ର “ଶିବାଙ୍କ ଅବସ୍ଥି” । ପୁଲିସ ଘଟଣାରେ ଏକ ହତ୍ୟା ମାମଲା ରୁଜୁକରି ତଦନ୍ତ କରୁଛି…