ABVPର ୫୦ ତମ ସମାବେଶରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ରାଉରକେଲା : ରାଉରକେଲାରେ ଆୟୋଜିତ ୫୦ ତମ ABVP ର ରାଜ୍ୟ ସମାବେଶରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ହଜାର ହଜାର ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କଲେ କେନ୍ଦ୍ରମନ୍ତ୍ରୀ । ରାଉରକେଲା ସେକ୍ଟର ୬ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଏହି…
