ବାୟୁସେନାର ସୁଖୋଇ-୩୦ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ ମୃତ
ନୂଆଦିଲ୍ଲୀ: ବାୟୁସେନାର ସୁଖୋଇ-୩୦ ବିମାନ କ୍ରାସ୍ । ଆସାମରେ ବାୟୁସେନାର ସୁଖୋଇ ଯୁଦ୍ଧବିମାନ ଦୁର୍ଘଟଣାଗ୍ରସ୍ତ । ସୁଖୋଇ (Su-30MKI) ଯୁଦ୍ଧବିମାନ କାଲି ସନ୍ଧ୍ୟାରେ ଆସାମରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନଟି ଯୋରହାଟ ଏୟାରବେସରୁ ଏକ ପ୍ରଶିକ୍ଷଣ ଉଡ଼ାଣ ପାଇଁ ବାହାରିଥିଲା…