ରଙ୍ଗ ଲଗାଇବାରୁ ୪ ବର୍ଷର ନାତି ଉପରେ ଗରମ ପାଣି ପକାଇଲା ଜେଜେ ମା
ନାଗପୁର : ବୁଧବାର ଦିନ ସାରା ଦେଶରେ ଧୁମଧାମରେ ହୋଲି ପାଳନ ହେଉଥିବା ବେଳେ ମହାରାଷ୍ଟ୍ର ନାଗପୁରର କୋରାଡିରେ ଅଘଟଣ ଘଟିଛି । ହୋଲି ଯୋଗୁଁ ଲୋକ ପରସ୍ପରକୁ ରଙ୍ଗ ବୋଳି ଖୁସି ମନାଉଥିବା ବେଳେ ଏକ ଚାରି ବର୍ଷର ଶିଶୁ…
ନାଗପୁର : ବୁଧବାର ଦିନ ସାରା ଦେଶରେ ଧୁମଧାମରେ ହୋଲି ପାଳନ ହେଉଥିବା ବେଳେ ମହାରାଷ୍ଟ୍ର ନାଗପୁରର କୋରାଡିରେ ଅଘଟଣ ଘଟିଛି । ହୋଲି ଯୋଗୁଁ ଲୋକ ପରସ୍ପରକୁ ରଙ୍ଗ ବୋଳି ଖୁସି ମନାଉଥିବା ବେଳେ ଏକ ଚାରି ବର୍ଷର ଶିଶୁ…
ନୂଆଦିଲ୍ଲୀ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ ଏବଂ ଏନଡିଏ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି । ନୀତୀଶ କୁମାର, ବିଜେପି ସଭାପତି ନୀତିନ ନବୀନଙ୍କ ସମେତ…
ନୂଆଦିଲ୍ଲୀ: ଦ୍ବିତୀୟ ବିଶ୍ବଯୁଦ୍ଧ ପରେ ଆମେରିକାର ଭୟଙ୍କର ଆକ୍ରମଣ । ଆମେରିକାର ବଡ଼ ଆକ୍ରମଣରେ ଇରାନର ଶକ୍ତିଶାଳୀ ଯୁଦ୍ଧ ଜାହାଜ ବୁଡ଼ିବା ଘଟଣାରେ ସମଦ୍ରରୁ ୮୭ଜଣଙ୍କ ମୃତଦେହ ଉଦ୍ଧାର । ୩୨ଜଣ ଗୁରୁତରଙ୍କୁ ଉଦ୍ଧାର ପରେ ଶ୍ରୀଲଙ୍କାର ଗାଲେ ହସପିଟାଲରେ ଭର୍ତ୍ତି…
ନୂଆଦିଲ୍ଲୀ: ଟ୍ରମ୍ପଙ୍କୁ ମିଳିଲା ସିନେଟର ସବୁଜ ସଙ୍କେତ । ଇରାନ ଉପରେ ଆମେରିକାର ଆକ୍ରମଣ ଜାରି ରହିବ! । ସିନେଟରେ ହାରିଲେ ବିରୋଧୀ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ବିରୋଧୀ ସାମରିକ ଅଭିଯାନକୁ ରୋକିବା ପାଇଁ ଅଣାଯାଇଥିବା ପ୍ରସ୍ତାବ…
ଭୁବନେଶ୍ୱର: ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱରସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ (Go-Homestay) ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ଅଂଶୀଦାର ମାନଙ୍କୁ ସଚେତନ କରିବା…
ଭୁବନେଶ୍ୱର : ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ–III ସ୍ଥିତ ପ୍ରଦର୍ଶନୀ ପଡିଆ, ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି।…
ବାସୁଦେବପୁର: ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରାଯାଇଛି। ଗତ ଫେବୃଆରୀ ୨୮ ତାରିଖରେ ଏହାର ପ୍ରତିବାଦରେ ଅଭିଭାବକଙ୍କ ସମେତ ପୀଡିତାଙ୍କ ପରିବାର ଓ କେତେକ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇଥିଲେ । ସେହି ସମୟରେ ପ୍ରଧାନଶିକ୍ଷକ ଅବିନାଶ ପ୍ରଧାନଙ୍କୁ…
ଭୁବନେଶ୍ଵର: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏନେଇ ଏମ୍ସ ଭୁବନେଶ୍ବର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳ ୯ଟାରେ ଦିଲ୍ଲୀ ବାହାରିଲେ ସୁରେଶ ପୂଜାରୀ । ମଙ୍ଗଳବାର ରାତିରେ ରାଜସ୍ବ…
ଭୁବନେଶ୍ଵର: ଆଜି ନୁହେଁ ଆସନ୍ତାକାଲି ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ। କାଲି ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । ସେଠୁ ସିଧାସଳଖ କଟକ ମୁଣ୍ଡଳୀ ଯାଇ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ…
ରେଢ଼ାଖୋଲ : ଦୁଇ ଗାଁ ଭିତରେ ଗୋଷ୍ଠୀ ସଂଘର୍ଷ,ଗାଁରେ ଫୁଟିଲା ଗୁଳି। ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା । ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ମାଣିକପୁର ଓ ଝାରବନ୍ଧଲି ଗାଁ ମଧ୍ୟରେ ଘଟିଛି ଗୋଷ୍ଠୀ ସଂଘର୍ଷ। ଝାରବନ୍ଧିଲି ଗ୍ରାମର ୨ଜଣ ଗୁରୁତରଥିବା ବେଳେ…