ସୁରକ୍ଷା କର୍ମୀଙ୍କ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଦନ୍ତେୱାଡା-ଜିଲ୍ଲାରେ ସୁରକ୍ଷା କର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏନକାଉଣ୍ଟରରେ ଜଣେ ହାର୍ଡକୋର ମାଓବାଦୀ ନିହତ । ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ…