ରେଡ୍ ଫ୍ଲାଗ୍ ଅନ୍ତର୍ଭୁକ୍ତ ହେଲା ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା
ଭୁବନେଶ୍ୱର: ରେଡ୍ ଫ୍ଲାର୍ଗ ଅନ୍ତର୍ଭୁକ୍ତ ହୋଇଛି ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା । ଏନେଇ ସୂଚନା ଦେଇଛନ୍ତି ପୁଲିସ ଡିଜି ୱାଇ.ବି.ଖୁରାନିଆ । ଡିଜିପି କହିଛନ୍ତି ଯେ ଅଭିଯୁକ୍ତକୁ ଜଗତସିଂହପୁରରୁ ଗିରଫ କରାଯାଇଛି । ମାମଲାର ତ୍ୱରିତ ତଦନ୍ତ…
