୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୧୪ ଆହତ

ଗଞ୍ଜାମ: ଘାଟିରୁ ଖସିଲା ପିକନିକ୍ ବସ୍ । ଜଣେ ମୃତ ଏବଂ ୧୪ ରୁ ଅଧିକ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ବାରିଁଆ ପଥର ଘାଟିରେ ୫୦ ଫୁଟ ତଳକୁ ଖସିପଡ଼ିଛି ପିକନିକ୍ ବସ୍ । ସମସ୍ତ…

ସହିଦନଗର ଗଣଦୁଷ୍କର୍ମ ମାମଲାକୁ ନେଇ ନବୀନଙ୍କ ଉଦବେଗ

ଭୁବନେଶ୍ବର: ସହିଦନଗର ଗଣଦୁଷ୍କର୍ମ ମାମଲାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ମହିଳା ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି। ନବୀନ ଲେଖିଛନ୍ତି, ମହିଳାଙ୍କ ପାଇଁ ଅସୁରକ୍ଷିତ…

ଦଇଡ଼ାପାନି ଜଙ୍ଗଲରେ ମାଓ ଶିବିର, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ଛତିଶଗଡ଼: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଦଇଡ଼ାପାନି ଜଙ୍ଗଲରେ ମାଓବାଦୀ ଶିବିର ଠାବ ହୋଇଛି। ଶିବିରରେ ମାଓବାଦୀ ନ ଥିବାବେଳେ ସେଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି ସୁରକ୍ଷାବାହିନୀ। ସୂଚନା ଅନୁସାରେ, ଗରିଆବନ୍ଦର ମେନପୁର ଅନ୍ତର୍ଗତ ଦଇଡ଼ାପାନି ଜଙ୍ଗଲରେ ମାଓବାଦୀ ଶିବିର କରି…

ବିଧାୟକ ଦରମା ବୃଦ୍ଧି ନିଷ୍ପତ୍ତି ସରକାରଙ୍କ ମସ୍ତବଡ ଭୁଲ : ନରସିଂହ ମିଶ୍ର

ଭୁବନେଶ୍ବର: ଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ରବିବାର ମୁହଁ ଖୋଲିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ସେ ଉଦ୍ ବେଗ ପ୍ରକାଶ କରିବା ସହ ସରକାରଙ୍କ ଏହି ନିଷ୍ପତ୍ତି ମସ୍ତବଡ ବଡ ଭୁଲ…

ଗେଷ୍ଟ ହାଉସରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଜବତ, ହତ୍ୟା ଅଭିଯୋଗ

ଭୁବନେଶ୍ଵର: ଭୁବନେଶ୍ଵର ନାଲକୋ ଛକସ୍ଥିତ ଏକ ଗେଷ୍ଟ ହାଉସରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ରବିବାର ଉଦ୍ଧାର ହୋଇଛି। ମୈତ୍ରୀବିହାର ଥାନା ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି। ମୃତକଙ୍କ ନାକରୁ ଫେଣ ଏବଂ ପାଟିରୁ ରକ୍ତ ବାହରୁଥିବାରୁ ଘଟଣାକୁ ନେଇ…

ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା, କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ହେବ ତଦନ୍ତ

ଭୁବନେଶ୍ବର: ସହିଦନଗର ଗଣଦୁଷ୍କର୍ମ ମାମଲା ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହୋଇଛି। କ୍ରାଇମବ୍ରାଞ୍ଚ ଏହି ଘଟଣାରେ ପୁଲିସକୁ ତଦନ୍ତରେ ସହଯୋଗ କରିବ। ରାଜଧାନୀରେ ପୁଣି ଜଣେ ନାବାଳିକାଙ୍କୁ ଗଣବଳାତ୍କାର ହୋଇଛି। କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ତଦନ୍ତ କରାଯିବ। ସୂଚନାଯୋଗ୍ୟ, ଡାଟା ଏଣ୍ଟ୍ରି…

ଘରେ ପଶି ନାବାଳିକାଙ୍କୁ ଅପହରଣ

ରେଢ଼ାଖୋଲ: ଘରୁ ନାବାଳିକଙ୍କୁ ଅପହରଣ । ଥାନାରେ ମାମଲା ରୁଜୁ । ରେଢ଼ାଖୋଲ ଥାନା ସାମସିଙ୍ଗା ଗାଁରେ ଘଟିଛି ଘଟଣା । ଘରେ ପରିବାର ଲୋକଙ୍କ ସହ ରାତିରେ ଖାଇ ପିଇ ଶୋଇଥିବା ବେଳେ କେହି ତାଙ୍କୁ ଅପରହଣ କରିନେଇଥିବା ଅଭିଯୋଗ…

ବୀମା ଟଙ୍କା ପାଇଁ ବାପର ଜୀବନ ନେଇଗଲେ ୨ ପୁଅ

ତାମିଲନାଡୁ: ବୀମା ଟଙ୍କା ପାଇଁ ଷଡ଼ଯନ୍ତ୍ର । ବାପକୁ ଶେଷ କରିଦେଲେ ଦୁଇ ପୁଅ । ୩ କୋଟି ଟଙ୍କା ହାତେଇବା ପାଇଁ ପ୍ଲାନ୍ ଥିଲା । ଘଟଣାର ପର୍ଦ୍ଦାଫାସ କଲା ପୋଲିସ । ବୀମା ଟଙ୍କା ଲୋଭରେ ରକ୍ତ ସମ୍ପର୍କ…

ବଡମାସିଂ ଘାଟିରେ ପର୍ଯ୍ୟଟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୧୫ ଗୁରୁତର

ଗଜପତି: ମହେନ୍ଦ୍ରଗିରିକୁ ଆସିଥିବା ପର୍ଯ୍ୟଟକଙ୍କ ଗାଡ଼ି ଗଜପତି ଜିଲ୍ଲା ରାୟଗଡ ବ୍ଲକ ବଡମାସିଂ ଘାଟିରେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ୧୫ରୁ ଅଧିକ ପର୍ଯ୍ୟଟକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି…

ଚାକିରି ନାଁରେ ଠକେଇ, ଢ଼ାବା ମାଲିକ ଗିରଫ

ଦାରିଙ୍ଗିବାଡ଼ି : ଚାକିରି ନାଁରେ ଠକେଇ । କ.ନୂଆଗାଁ ଥାନା ଦାରିଙ୍ଗିବାଡ଼ି ଛକ ସ୍ଥିତ ଢ଼ାବା ମାଲିକକୁ ଗିରଫ କଲା ପୋଲିସ । ପୂର୍ତ୍ତ ବିଭାଗରେ ଡାଟା ଏଣ୍ଟ୍ରି ଅପେରେଟର ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗ…