ଖୋଲିଲା ବାବା ବଦ୍ରିନାଥଙ୍କ କପାଟ, ମୁଖ୍ୟମନ୍ତ୍ରୀ କଲେ ପ୍ରଥମ ପୂଜା
ଉତ୍ତରାଖଣ୍ଡ : ବାବା କେଦାରନାଥଙ୍କ କପାଟ ଖୋଲିବା ପରେ ବାବା ବଦ୍ରିନାଥଙ୍କ କପାଟ ଖୋଲିଛି । ପାରମ୍ପରିକ ରୀତିନୀତି ଏବଂ ବୈଦିକ ମନ୍ତ୍ରୋଚାରଣ ମଧ୍ୟରେ ଗୁରୁବାର ସକାଳ ୬ଟା ୧୫ ମିନିଟରେ ଭଗବାନ ବଦ୍ରି ବିଶାଳଙ୍କ ମନ୍ଦିରର କବାଟ ଶ୍ରଦ୍ଧାଳୁଙ୍କ ଦର୍ଶନ…