ସେଣ୍ଟ୍ରାଲ କମିଟି ମେମ୍ବର ଦେବଜୀ, ରାଜିରେଡ୍ଡୀ ସହ ୧୬ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ତେଲେଙ୍ଗାନା ପୁଲିସ ନିକଟରେ ଦୁଇ ଦୁର୍ଦାନ୍ତ ମାଓ ନେତା ଆତ୍ମସମର୍ପଣ କରିଥିବା ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ତେଲେଙ୍ଗାନା ପୁଲିସ ଏନେଇ କୌଣସି ସ୍ପଷ୍ଟ କରିନଥିବା ବେଳେ ଆଗାମୀ ଦୁଇ ଦିନ…