ମାଛ ବଜାର ଦାବିରେ ରାସ୍ତାରୋକ

ବ୍ରହ୍ମପୁର : ରାସ୍ତା ଉପରେ ମାଛ ରଖି ରାସ୍ତାରୋକ । ପରିତ୍ୟକ୍ତ ଅବସ୍ଥାରେ ଦୀର୍ଘ ବର୍ଷ ଧରି ମାଛ ବିକିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ମତ୍ସ୍ୟଜୀବୀ । ମାଛ ବିକ୍ରି ପାଇଁ ବଜାର ହୋଇଥିବାବେଳେ ତାହାକୁ ମତ୍ସ୍ୟଜୀବୀଙ୍କୁ ହସ୍ତାନ୍ତର କରାଯାଇନଥିବା…

ଜନବସତି ମୁହାଁ ହାତୀ, ୧୦ ସ୍କୁଲ ଛୁଟି ଘୋଷଣା କଲେ ଡିଇଓ

ବାଲେଶ୍ବର : ବାଲେଶ୍ବର ଜିଲ୍ଲାରେ ହାତୀ ପାଇଁ ସ୍କୁଲ ଛୁଟି । ୧୦ଟି ସ୍କୁଲକୁ ଛୁଟି ଘୋଷଣା କଲେ ବାଲେଶ୍ବର ଡିଇଓ । ଖଇରା ବ୍ଲକ ପୂର୍ବପଡା ଗାଁର ଜଣେ ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ମୃତକ…

ଭୁବନେଶ୍ବର ବିମାନ ବନ୍ଦରରେ ଏକାଧିକ ଏୟାର ଇଣ୍ଡିଆ ବିମାନ ରଦ୍ଦ

ଭୁବନେଶ୍ବର : ଭୁବନେଶ୍ବର ବିମାନ ବନ୍ଦରରେ ଏକାଧିକ ଏୟାର ଇଣ୍ଡିଆ ବିମାନ ରଦ୍ଦ । ଯାତ୍ରୀ ହନ୍ତସନ୍ତ । ଘନ କୁହୁଡି ଯୋଗୁଁ ୩ଟି ବିମାନ ରଦ୍ଦ ହୋଇଛି । ଏଥିସହ ଗୋଟିଏ ବିମାନ ବିଳମ୍ବରେ ଚାଲିଛି । ଭୁବନେଶ୍ୱରରୁ ଦିଲ୍ଲୀ…

୫ କିମି ବାଟ ଚାଲି ଲୋକଙ୍କ ସମସ୍ୟା ବୁଝିଲେ ବିଡିଓ

ହରଭଙ୍ଗା : ଚର୍ଚ୍ଚାରେ ହରଭଙ୍ଗା ବିଡିଓ । ଗାଁ କୁ ଗାଡି ଯାଇ ପାରିଲାନି ବୋଲି ରାସ୍ତାରୁ ବଡବଡ ଢେମା ପଥର ହଟାଇ ହଟାଇ ଗଲେ ୫ କିମି ବାଟ । ଏ ହେଉଛନ୍ତି ହରଭଙ୍ଗା ବିଡିଓ ବିଜୟ କୁମାର ପ୍ରଧାନ…

ପୋଲିସ SI ପରୀକ୍ଷା ଘୋଟାଲା, ୪ ଦିନିଆ ରିମାଣ୍ଡରେ ଯିବେ ଅଭିଯୁକ୍ତ

ଭୁବନେଶ୍ୱର : ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ଶଙ୍କର, ସୁରେଶ ଓ ସାଗର । ଏନେଇ ସ୍ବତନ୍ତ୍ର ସିବିଆଇ କୋର୍ଟ ଅନୁମତି ମିଳିଛି । ଝାରପଡ଼ା କାରାଗାରରୁ…

ଦନ୍ତା ଆକ୍ରମଣରେ ଜଣେ ମୃତ ଓ ୨ ଆହତ

ସୋର : ରାସ୍ତାରେ ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା । ଖାଦ୍ୟ ଅନ୍ୱେଷଣରେ ଗାଁରେ ପଶି ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ଭୟଭୀତ ଗାଁଲୋକେ । ବାଲେଶ୍ଵର ଜିଲ୍ଲା ଖଇରା ତହସିଲ ବାଉଁଶଗଢିଆ ପଞ୍ଚାୟତ କଳମୁଚୁଆ ଗାଁରେ…

ଦହିବରା ଖାଇ ୭୦ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ

କଣ୍ଟାମାଳ : ଦହିବରା ଖାଇ ୭୦ ଅସୁସ୍ଥ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗବଯୋରର ଏ ଘଟଣା । ସାପ୍ତାହିକ ହାଟରେ ଖୋଲିଥିବା ଏକ ଜଳଖିଆ ଦୋକାନୀଙ୍କ ଠାରୁ ଦହିବରା ଖାଇ ୭୦ରୁ ଅଧିକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ…

ବିଧାୟକଙ୍କ ଦରମା ବୃଦ୍ଧିର ପୁନର୍ବିଚାର ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ। ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଦେଇଛନ୍ତି ସୂଚନା। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ…

ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ VB-G RAM G ବିଲ୍ ଗୃହୀତ

ନୂଆଦିଲ୍ଲୀ : ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ ପାସ୍ ହୋଇଛି ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜୀବିକା ମିଶନ୍ (ଗ୍ରାମୀଣ) ବା ‘VB G-RAM-G ’ ବିଲ୍ ୨୦୨୫ । ଲୋକସଭାରେ ଗୃହୀତ ହେଲା VB-G RAM…

ଘନ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ପ୍ରଭାବିତ, ଏୟାର ଇଣ୍ଡିଆର ଟ୍ରାଭେଲ ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ବିମାନ ଚଳାଚଳ ପ୍ରଭାବିତ ଆଶଙ୍କା । ଟ୍ରାଭେଲ ଆଡଭାଇଜରୀ ଜାରି କଲା ଏୟାର ଇଣ୍ଡିଆ । ଦିଲ୍ଲୀ ସମେତ ଉତ୍ତର ଓ ପୂର୍ବ ଭାରତରେ ଘନ କୁହୁଡ଼ି ଲାଗି ରହୁଛି । ବିଭିନ୍ନ…