ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ପ୍ରସଙ୍ଗ

ମୁମ୍ବାଇ: ଏନ୍‌ସିପି ମୁଖ୍ୟ ତଥା ତତ୍‌କାଳୀନ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କର ଜାନୁଆରି ୨୮ରେ ବାରାମତିଠାରେ ବିମାନ ଦୁର୍ଘଟଣାରେ ପରଲୋକ ଘଟିଥିଲା। ଏହି ବିମାନ ଦୁର୍ଘଟଣାର ଏବେ ତଦନ୍ତ ଚାଲିଛି। ଏହି ମାମଲାର ତଦନ୍ତ ଶେଷ ନହେବା ପର୍ଯ୍ୟନ୍ତ ବେସାମରିକ ବିମାନ…

ଭାରତ ଉପରେ ଶୁଳ୍କ ୧୦%କୁ ହ୍ରାସ: ୨୪ରୁ ଲାଗୁ ହେବ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଭିନ୍ନ ଦେଶ ଉପରେ ଲଗାଇଥିବା ଶୁଳ୍କକୁ ଗତକାଲି ଆମେରିକାର ସୁପ୍ରିମକୋର୍ଟ ଅସିଦ୍ଧ ଘୋଷଣା କରିଥିଲେ। ଏହି ରାୟ ପ୍ରକାଶ ପାଇବାର କିଛି ଘଣ୍ଟା ପରେ ଟ୍ରମ୍ପ ନୂଆ ୧୦ ପ୍ରତିଶତ ଶୁଳ୍କ ଲଗାଇଛନ୍ତି। ଏହାର ପ୍ରଭାବରେ…

ବୃତ୍ତି ଟିକସ ଉଚ୍ଛେଦକୁ ଶିଳ୍ପସଂଘର ସ୍ବାଗତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍‌ରେ ବୃତ୍ତି ଟିକସକୁ ଉଚ୍ଛେଦ କରିଛନ୍ତି। ସେହି ନିଷ୍ପତ୍ତିିକୁ ଶିଳ୍ପ ସଂଘ ଓସ୍‌ମି ପକ୍ଷରୁ ସ୍ବାଗତ କରାଯାଇଛି। ଓସ୍‌ମି ପକ୍ଷରୁ କୁହାଯାଇଛି ଯେ ଏହି ଟିକସ ଉଚ୍ଛେଦ କରିବାକୁ ଆମେ…

ଭବାନୀପାଟଣା ଫରେଷ୍ଟର ତଥା ବହୁ ବେନାମୀ ଗାଡ଼ିର ମାଲିକ ଭାଗବତ ଭୂଷଣ ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ

ଭବାନୀପାଟଣା: କଳାହାଣ୍ଡିଜିଲ୍ଲା ଭବାନୀପାଟଣା ଉତ୍ତର ବନଖଣ୍ଡ ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ସମ୍ମୁଖରେ ହାଜର କରାଯିବ। ଭବାନୀପାଟଣା ଭିଜିଲାନ୍ସ…

ଥାଇଲାଣ୍ଡରେ ୬ମାସ ଫସିଲେ ଓଡ଼ିଆ ଶ୍ରମିକ; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଉଦ୍ଧାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଥାଇଲାଣ୍ଡରେ ଫସି ରହିଥିବା ୬ଜଣ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ଜଣ ଓଡ଼ିଆ ଯୁବକମାନଙ୍କୁ ଓଡ଼ିଶାକୁ ଫେରାଇ ଅଣାଯାଇଛି। ଆଜି ଜୟନ୍ତ କୁମାର ମଲ୍ଲିକ, ହେମନ୍ତ କୁମାର ବେହେରା, ମନରଞ୍ଜନ ସାହୁ ଓ…

ଭୁବନେଶ୍ୱରରେ ଖୋଲିବ ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର: ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୧ ତାରିଖ ଅର୍ଥାତ୍ ‘ଓଡ଼ିଶା ଦିବସ’ ଅବସରରେ ଭୁବନେଶ୍ୱରରେ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର ପ୍ରତିଷ୍ଠାତା…

କୃଷକ ଓ କୃଷିକାର୍ଯ୍ୟକୁ ଅଧିକ ଲାଭାନ୍ୱିତ କରିବା ପାଇଁ ସରକାର ପ୍ରତିବଦ୍ଧ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନରେ କୃଷି କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବ୍ୟବହାର ନେଇ ଏକ ଆଲୋଚନା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଅଛି। ଏଥିରେ କୃଷି ବିଭାଗ କମିସନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, କୃଷି ନିର୍ଦ୍ଦେଶକ…

ସପ୍ତମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ମାମଲା: ୫ ବିଦ୍ୟାଳୟ କର୍ମଚାରୀ ଗିରଫ, ଶିକ୍ଷୟିତ୍ରୀ ମଧ୍ୟ ସାମିଲ

ରାଜକନିକା: କେନ୍ଦ୍ରାପଡ଼ାଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଓଳାଭର ଅଞ୍ଚଳରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୀର୍ଘ ଦିନ ଧରି ଦୁଷ୍କର୍ମ ମାମଲାରେ ୩ଜଣ ଶିକ୍ଷକ ଏବଂ ଜଣେ ପିଅନ ଗିରଫ ହୋଇଛନ୍ତି। ଏହି ମାମଲାରେ ସଂପୃକ୍ତ ଥିବା ଜଣେ ଶିକ୍ଷୟିତ୍ରୀଙ୍କ ମଧ୍ୟ ପୁଲିସ…

ବଜେଟକୁ ନୈରାଶ୍ୟଜନକ ବୋଲି କହିଲେ ବିରୋଧୀ ବିଜେଡି ଓ କଂଗ୍ରେସ

ଭୁବନେଶ୍ବର: ଆସିଲା ଚଳିତ ଆର୍ଥିକ ବର୍ଷର ବଜେଟ । ୨ ଘଣ୍ଟା ଧରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିବା ପରେ ଏଥରର ବଜେଟକୁ ଚିରାଚରିତ ଢଙ୍ଗରେ ନୈରାଶ୍ୟଜନକ ବୋଲି କହିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ବଜେଟକୁ…

୩ ଲକ୍ଷ ୧୦ ହଜାର କୋଟିର ବଜେଟ୍; ଜାଣନ୍ତୁ କେଉଁ ବିଭାଗ ପାଇଁ କେତେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ…