ଦକ୍ଷିଣ ଓଡ଼ିଶାରେ ବନ୍ୟା ସ୍ଥିତି ଓ କ୍ଷୟକ୍ଷତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ଓ ବର୍ଷା ପରବର୍ତ୍ତୀ ବନ୍ୟା ସ୍ଥିତିର ଆକାଶମାର୍ଗରୁ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା…