ହାୱଡ଼ା–ଟିଟିଲାଗଡ଼ ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାରିତ, ୨୧ ଫେବ୍ରୁଆରିରୁ ମିଳିବ ନୂତନ ସୁବିଧା
ସୁନ୍ଦରଗଡ଼ : ରେଳ ଯାତ୍ରୀମାନଙ୍କ ପାଇଁ ଏକ ଖୁସିର ଖବର ସାମ୍ନାକୁ ଆସିଛି। ପୂର୍ବରୁ ହାୱଡ଼ାରୁ ଟିଟିଲାଗଡ଼ ମଧ୍ୟରେ ଚାଲୁଥିବା ହାୱଡ଼ା–ଟିଟିଲାଗଡ଼ ଇସ୍ପାତ ଏକ୍ସପ୍ରେସ୍କୁ ଏବେ ଆଗକୁ ବଢ଼ାଇ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାର କରାଯାଇଛି। ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାର…