୬ ଦିନ ପରେ ନିଖୋଜ ଭାରତୀୟ ଛାତ୍ରଙ୍କ ମୃତଦେହ ଉଦ୍ଧାର
ଆମେରିକା : ଫେବୃଆରୀ ୯ ତାରିଖରୁ ଆମେରିକାରେ ନିଖୋଜ ଥିବା ୨୨ ବର୍ଷୀୟ ଭାରତୀୟ ଛାତ୍ର ସାକେତ ଶ୍ରୀନିବାସୈୟାଙ୍କ ମୃତଦେହ ଆଜି ଉଦ୍ଧାର କରାଯାଇଛି । ଯାହାର ସୂଚନା ସାନ ଫ୍ରାନ୍ସିସ୍କୋର ଭାରତୀୟ କନସୁଲେଟ୍ ଦେଇଛି । କର୍ଣ୍ଣାଟକର ଟୁମାକୁରୁ ଜିଲ୍ଲାର…