ଯୋଗାଯୋଗ ଏବଂ ଆଇଟି କମିଟିରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର

ନୂଆଦିଲ୍ଲୀ: ବିଜୁ ପଟ୍ଟନାୟକ ବିରୁଦ୍ଧରେ ବିଜେପିର ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ଅପମାନଜନକ ମନ୍ତବ୍ୟକୁ ବିରୋଧ କରି ରବିବାର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଯୋଗାଯୋଗ ଏବଂ ଆଇଟି କମିଟିରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଶନିବାର ବିଜେପିର ସାଂସଦ ନିଶିକାନ୍ତ ଦୁବେ…

ତୈଳ ସଙ୍କଟକୁ ଦୃଷ୍ଟିରେ ରଖି ପାକିସ୍ତାନରେ ୨ ଦିନିଆ ଲକ୍ ଡାଉନ୍ ଘୋଷଣା

ପାକିସ୍ତାନ : ପାକିସ୍ତାନରେ ବଢୁଥିବା ତୈଳ ସଙ୍କଟକୁ ଦୃଷ୍ଟିରେ ରଖି ସରକାର ୨ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି । ଶନିବାର ଏବଂ ରବିବାର ଲକଡାଉନ୍ ନିଷ୍ପତ୍ତି ନେଇଛନ୍ତି ସରକାର । ଏହି ଲକଡାଉନ ସମୟରେ ସମୟରେ ବଜାର, କାରଖାନା…

ଆମେରିକାରେ ଟ୍ରମ୍ପ ସରକାରଙ୍କ ବିରୋଧରେ ବିଦ୍ରୋହ

ନୂଆଦିଲ୍ଲୀ: ଆମେରିକାରେ ଟ୍ରମ୍ପ ସରକାରଙ୍କ ବିରୋଧରେ ବିଶାଳ ବିଦ୍ରୋହ । ଆମେରିକାର ସମସ୍ତ ୫୦ ରାଜ୍ୟରେ ଟ୍ରମ୍ପ ସରକାରଙ୍କ ବିରୋଧରେ ଲକ୍ଷ ଲକ୍ଷ ଲୋକ ରାସ୍ତାକୁ ଓହ୍ଲାଇଛନ୍ତି। “ନୋ କିଙ୍ଗସ୍” ଶୀର୍ଷକ ଏହି ବିକ୍ଷୋଭ ପ୍ରଦର୍ଶନରେ ପ୍ରାୟ ୮୦ ରୁ ୯୦…

ଆର୍ଟେମିସ୍-୨ ମିଶନ କାଉଣ୍ଟଡାଉନ୍ ଆରମ୍ଭ, କେନେଡି ସ୍ପେସ୍ ସେଣ୍ଟରରେ ପହଞ୍ଚିଲେ ୪ ମହାକାଶଚାରୀ

ନୂଆଦିଲ୍ଲୀ : ଚନ୍ଦ୍ରକୁ ଯିବା ପାଇଁ କାଉଣ୍ଟଡାଉନ୍ ଆରମ୍ଭ । ଆର୍ଟେମିସ୍-୨ ମିଶନରେ କେନେଡି ସ୍ପେସ୍ ସେଣ୍ଟରରେ ପହଞ୍ଚିଲେ ୪ ମହାକାଶଚାରୀ । ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ନିଜର ଐତିହାସିକ ‘ଆର୍ଟେମିସ୍-୨’ ମିଶନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ।…

ଆମେରିକାର F-୧୬ ଯୁଦ୍ଧ ବିମାନକୁ ଖସାଇଲା ଇରାନ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ଇରାନ ବଡ଼ ଦାବି କରିଛି । ଆମେରିକାର ସାମରିକ ଘାଟି ଏବଂ ସେମାନଙ୍କର ସାମରିକ ଘାଟି ଏବଂ ଫାଇଟର ଜେଟ୍ F-୧୬ ଲଢୁଆ ବିମାନକୁ ଟାର୍ଗେଟ୍ କରିଥିବା ଦାବି କରିଛି ।…

ମନ୍ଦିର ଛାତ ଭୁଶୁଡି ଭକ୍ତ ମୃତ

ତାମିଲନାଡୁ : ତାମିଲନାଡୁର ତିରୁଚିରାପାଲ୍ଲିର ସମାୟପୁରମ୍ ମାରିଆମ୍ମାନ ମନ୍ଦିରରେ ଏକ ବଡ଼ ଦୁର୍ଘଟଣା ଘଟିଛି । ମନ୍ଦିର ଛାତର ଏକ ଅଂଶ ଭୁଶୁଡି ପଡ଼ି ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି । ଏହି ଘଟଣା…

ଭିଜିଲାନ୍ସ ପଞ୍ଝାରେ ଆର୍‌ଆଇ, ୩୦ ହଜାର ଟଙ୍କା ନେଇ ଧରାପଡ଼ିଲେ

ଚୌଦ୍ଵାର: ଭିଜିଲାନ୍ସ ଜାଲରେ ମଙ୍ଗରାଜପୁର ଆର୍‌ଆଇ ରାଜାରାମ ବାନ୍ଦ୍ରା । ଏକ ମ୍ୟୁଟେସନ ପାଇଁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। କଟକ ଜିଲ୍ଲା-ଟାଙ୍ଗୀ-ଚୌଦ୍ୱାର ତହସିଲ ଅନ୍ତର୍ଗତ ମଙ୍ଗରାଜପୁରର ଆରଆଇ ହେଉଛନ୍ତି ଶ୍ରୀ…

ପୁରୀ ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ପୁରୀ: ପୁରୀ ଜେଲରେ କଏଦୀ ମୃତ୍ୟୁ । ପୁରୀ ବାଙ୍ଗର ଜେଲ ଭିତରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ । ମୃତ କଏଦୀ ହେଉଛନ୍ତି ପୁରୀଜିଲା ସାକ୍ଷୀଗୋପାଳ ଡାହାଣ କୁମ୍ଭାରପଡାର ଦିପ୍ତୀରଞ୍ଜନ ସ୍ୱାଇଁ l ୨୦୨୩ ମସିହାରେ ଏକ ବଳକ୍ତାର ଅଭିଯୋଗରେ ଜେଲ…

ମନ୍ କି ବାତରେ ଓମ୍ ପ୍ରକାଶ ରଥଙ୍କୁ ପ୍ରଶଂସା କଲେ ମୋଦି

ସାଲେପୁର : ମନ୍ କି ବାତରେ ଓମ୍ ପ୍ରକାଶ ରଥଙ୍କୁ ପ୍ରଶଂସା କରିଛନ୍ତି ମୋଦି । ମହିଳା ସଶକ୍ତୀକରଣ କ୍ଷେତ୍ରରେ କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କର ପ୍ରଶଂସା କରିଛନ୍ତି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ବଡ଼ଖୀର ପଞ୍ଚାୟତ ଗୋପପୁର ଗାଁର…

ମାଓମୁକ୍ତ ଦେଶ ଘୋଷଣାକୁ ଆଉ ଦୁଇ ଦିନ ବାକି, ଆତ୍ମସମର୍ପଣ କରିବାକୁ ଡିଜିପିଙ୍କ ଆହ୍ବାନ

କନ୍ଧମାଳ : ମାଓ ମୁକ୍ତ ଦେଶ ଘୋଷଣାକୁ ଆଉ ଦୁଇ ଦିନ ବାକି। କନ୍ଧମାଳରେ ମାଓ ଗତିବିଧିର ସମୀକ୍ଷା କଲେ ପୋଲିସ ଡିଜି ୱାଇବି ଖୁରାନିଆ। ଡିଜିପିଙ୍କ ସହିତ ଏଡିଜିପି ସଂଜୀବ ପଣ୍ଡା, ଡିଆଇଜି ଅଖିଳେଶ୍ୱର ସିଂ ପ୍ରମୁଖ ଉପସ୍ଥିତ ଥିଲେ।…