ମାର୍ଚ୍ଚ ୩୧ ଡେଡ୍ ଲାଇନ୍, ଦେଶରୁ ନକ୍ସଲବାଦ ହେବ ସଫା
ନୂଆଦିଲ୍ଲୀ: ମାଓବାଦୀ ଶେଷ କରିବାକୁ ମାଷ୍ଟର ପ୍ଲାନ । ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦ ସମ୍ପୂର୍ଣ୍ଣ ଶେଷ କରିବା ପାଇଁ ସରକାର ରଖିଥିବା ଲକ୍ଷ୍ୟକୁ ନେଇ ତିନି ଦିନିଆ ଛତିଶଗଡ଼ ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଗତକାଲି…
ନୂଆଦିଲ୍ଲୀ: ମାଓବାଦୀ ଶେଷ କରିବାକୁ ମାଷ୍ଟର ପ୍ଲାନ । ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦ ସମ୍ପୂର୍ଣ୍ଣ ଶେଷ କରିବା ପାଇଁ ସରକାର ରଖିଥିବା ଲକ୍ଷ୍ୟକୁ ନେଇ ତିନି ଦିନିଆ ଛତିଶଗଡ଼ ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଗତକାଲି…
ଋଷିଆ : ଋଷିଆରେ ଭାରତୀୟ ଛାତ୍ରଙ୍କୁ ମାରାଣାସ୍ତ୍ରରେ ଆକ୍ରମଣ ହୋଇଛି । ମେଡିକାଲ କଲେଜ ହଷ୍ଟେଲରେ ପଶି ଏହି ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ୪ଜଣ ଭାରତୀୟ ଛାତ୍ର ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି…
କୋଟା: ରାଜସ୍ଥାନର କୋଟା ଜିଲ୍ଲାର ଜବାହାର ନଗର ଥାନା ଅଞ୍ଚଳର ତାଳୱାଣ୍ଡି ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ିପଡ଼ିଛି । ଯେଉଁଥିରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଭଗ୍ନାବଶେଷ ତଳେ ଅନେକ ଲୋକ ଚାପି ହୋଇରହିଥିବା ଜଣାପଡୁଛି । ଏହି…
ଭୁବନେଶ୍ୱର : ଅନଲାଇନ୍ ଇନଭେଷ୍ଟମେଣ୍ଟ ନାଁରେ ବଡ଼ ଠକେଇ । ପଶ୍ଚିମବଙ୍ଗରୁ ଠକକୁ ଗିରଫ କଲା କମିଶନରେଟ ପୋଲିସ । ଉଚ୍ଚ ରିଟର୍ନ ଦେବା ପ୍ରଲୋଭନ ଦେଖାଇ ପ୍ରାୟ ୫୦ ଲକ୍ଷ ୧୬ ହଜାର ଟଙ୍କା ଠକେଇ ମାମଲାରେ ଜଣେ ଅଭିଯୁକ୍ତଙ୍କୁ…
ମୋହନା: ମୋହନା ଜରଉ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଭ୍ୟାନ୍ ୧୦ ଫୁଟ୍ ତଳକୁ ଖସିପଡିଛି। ଏଥିରେ ୧୭ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ୧୭ ଆହତଙ୍କ ମଧ୍ୟରୁ ୯ ଜଣଙ୍କ ଅବସ୍ଥା…
କଟକ: କଂଗ୍ରେସରେ ବିଶ୍ଵଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି କଟକ ବିଧାୟିକା ସୋଫିଆ ପିରଦୋଶ। ବିଶ୍ଵଜିତ କଂଗ୍ରେସରେ ମିଶିବା ଘଟଣାରେ ତାଙ୍କୁ ଅବଗତ କରାଯାଇନଥିବା ନେଇ ସେ ପରୋକ୍ଷରେ କହିଛନ୍ତି। କଟକରେ ଜଣେ ନେତା କଂଗ୍ରେସରେ ଯୋଗଦେଲେ…
ମାଲକାନଗିରି: ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ ପରେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ରାଜ୍ୟ କୋଣ୍ଟା ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ତଥା ପୂର୍ବତନ ଅବକାରୀ ବିଭାଗ ମନ୍ତ୍ରୀ ଲଛମା କବାସୀ ମାଲକାନଗିରିରେ ଆଶ୍ରୟ ନେଇଛନ୍ତି। ଛତିଶଗଡର ମଦ ଘୋଟାଲା ମାମଲାରେ ଗିରଫ ହୋଇ…
ବ୍ରହ୍ମଗିରି : ବିଜେଡିରୁ ନିଲମ୍ବିତ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା । ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହୋଇଛନ୍ତି ସରୋଜିନୀ ତରାଇ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରୋଜିନୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ବିଜେଡି ମୁଖ୍ୟାଳୟ…
ବ୍ରହ୍ମପୁର : ଚିକିଟି ସୁନପୁରରୁ ବିଶାଖାପାଟଣା ଗଲାବେଳେ ଭୟଙ୍କର ଦୁର୍ଘଟଣା । ଆଇଚରରେ ପିଟିହେଲା କାର୍ । ଦୁର୍ଘଟଣାରେ ପରିବାରର ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ୫ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି…
ଜଳେଶ୍ବର: ଜମାକାରୀଙ୍କ ଭରସା ଭାଙ୍ଗି ଦେଲା ପୋଷ୍ଟ ଅଫିସ । ଜମାକାରୀଙ୍କ ଟଙ୍କା ଲୁଟ୍ କରି ଚମ୍ପଟ ମାରିଛି ପୋଷ୍ଟ ମାଷ୍ଟର । ବର୍ଷ ବର୍ଷର ପରିଶ୍ରମ ଅର୍ଥକୁ ଫେରି ପାଇବା ପାଇଁ ମୁଣ୍ଡ ବାଡେଇ କାନ୍ଦୁଛନ୍ତି ଜମାକାରୀ । ଡାକଘର…