ସୁଦାନର ପାରାମିଲିଟ୍ରି ଗ୍ରୁପ ଉପରେ ଆକ୍ରମଣ, ୨୪ ମୃତ

ସୁଦାନ : ସୁଦାନର ଲୋକପ୍ରିୟ ପାରାମିଲିଟ୍ରି ଗ୍ରୁପ ରାପିଡ ସପୋର୍ଟ ଫୋର୍ସେସ ମଧ୍ୟ ସୁଦାନ ଉପରେ ବଡ଼ ଆକ୍ରମଣ କରିଛି । ଆଜି ଶନିବାରରେ ମଧ୍ୟ ସୁଦାନରେ ବିସ୍ଥାପିତ ପରିବାରକୁ ନେଇ ଯାଉଥିବା ଏକ ଗାଡ଼ି ଉପରେ ଆକ୍ରମଣ ହୋଇଛି ।…

ଜଳିଗଲା ବସ: ଅଳ୍ପକେ ବର୍ତ୍ତିଲେ ୩୯ ଯାତ୍ରୀ

ହାଇଦ୍ରାବାଦ : ହାଇଦ୍ରାବାଦରୁ ବିଜୟଓ୍ବାଡା ଯାଉଥିବା ଏକ ଘରୋଇ ବସରେ ଭୟଙ୍କର ନିଆଁ । ଆନ୍ଧ୍ରପ୍ରଦେଶ ଏନଟିଆର ଜିଲ୍ଲାର କାଞ୍ଚିକଚେରଲା ପୋଲିସ ଷ୍ଟେସନ ନିକଟ ନନ୍ଦୀଗାମା ନିକଟରେ କୀସାରା ଟୋଲ ନିକଟରେ ବସରେ ନିଆଁ ଲାଗିଯାଇଥିଲା । ଫଳରେ ୩୯ ଯାତ୍ରୀ…

ଦୁଇ ଦିନିଆ ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇ ଦିନିଆ ମାଲେସିଆ ଗସ୍ତରେ ଯାଉଛନ୍ତି । ଏହାକୁ ନେଇ ମାଲେସିଆରେ ଥିବା ଭାରତୀୟ ସମ୍ପ୍ରଦାୟ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାରର…

ରୁଷିଆରୁ ଭାରତ ତେଲ କିଣିବା ଉପରେ ୨୫% ପେନାଲଟି ହଟାଇଲେ ଟ୍ରମ୍ପ

ନୂଆଦିଲ୍ଲୀ: ୨୫% ରୁଷିଆ ତେଲ ପେନାଲଟି ଶେଷ । ରୁଷିଆରୁ ଭାରତ ତେଲ କିଣିବା ଉପରେ ଲାଗୁ ୨୫% ପେନାଲଟି ହଟାଇଲେ ଟ୍ରମ୍ପ । ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମାରେ ସ୍ୱାକ୍ଷର କରିଛନ୍ତି । ଗତ…

ଅତ୍ୟାଧୁନିକ ବନ୍ଧୁକ ସହ ଆତ୍ମସମର୍ପଣ କଲେ ୨୧ ମାଓବାଦୀ

ମାଲକାନଗିରି : ଛତିଶଗଡ଼ରେ ଆତ୍ମସମର୍ପଣ କଲେ ଓଡିଶାରେ ସକ୍ରିୟ ଥିବା ୨୧ ମାଓବାଦୀ। ଅତ୍ୟାଧୁନିକ ବନ୍ଧୁକ ସହ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମୁଣ୍ଡରେ ଥିଲା ୭୬ ଲକ୍ଷ ଟଙ୍କାର ପୁରସ୍କାର ରାଶି। ଛତିଶଗଡ଼ ସୁକମା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ…

ଯୌତୁକ ପାଇଁ ନବବଧୂକୁ ହତ୍ୟା!

ବାସୁଦେବପୁର : ଯୌତୁକ ଜୁଇରେ ଚାଲିଯାଇଛି ନବବଧୂର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ବାସୁଦେବପୁର ଅଞ୍ଚଳରେ। ମୃତକ ସସ୍ମିତା ବୋଲି ଜଣାପଡିଛି। ଅଧିକ ଯୌତୁକ ଦାବି କରି ଶୁଶୁର ଘର ଲୋକେ ମାନସିକ ଶରୀରିକ ନିର୍ଯ୍ୟାତନା ଦେବା ସହ…

ନିଖୋଜ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା : କୋଚିଂ ସେଣ୍ଟରକୁ ଆସି ନିଖୋଜ ଯୁବତୀଙ୍କ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର । ଦୁଇଦିନ ତଳୁ କୋଚିଂ ସେଣ୍ଟରକୁ ଆସି ନିଖୋଜ ହୋଇଥିଲେ ଯୁବତୀ । ଗତକାଲି ତାଙ୍କର ମୃତଦେହ ମାର୍ଶାଘାଇ ଲୁଣା ନଦୀ…

ହାତୀ ଆକ୍ରମଣରେ ଯୁବକ ମୃତ, କ୍ଷତି ପୂରଣ ଦାବି

ନୟାଗଡ : ମାତିଛି ଗୋଠଛଡା ଦନ୍ତା । ହାତୀ ଆକ୍ରମଣରେ ଯୁବକଙ୍କର ମୃତ୍ୟୁ । ମୃତକ ହେଲେ ନୟାଗଡ ଜିଲ୍ଲା ରଣପୁର ରେଞ୍ଜ ବିରୁଡ଼ା ଗାଁର ଭିକାରି ବେହେରା । ଗତକାଲି ସନ୍ଧ୍ୟାରେ ଗାଁ ରାସ୍ତାରେ ଯାଉଥିବା ବେଳେ ଦନ୍ତା ଆଗରେ…

ସରିଲା ମହାନଦୀ ଟ୍ରିବ୍ୟୁନାଲର ୫୦ତମ ଶୁଣାଣି, ମାର୍ଚ୍ଚ ୧୪ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର : ମହାନଦୀ ଟ୍ରିବୁନାଲର ୫୦ତମ ଶୁଣାଣି ସରିଲା । ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୪ରେ ହେବ । ତା ପୂର୍ବରୁ ହେବ କ୍ଷେତ୍ର ପରିଦର୍ଶନ । ଫେବ୍ରୁଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ଯାଏ କ୍ଷେତ୍ର ପରିଦର୍ଶନ କରିବେ…

ଆତ୍ମସମର୍ପଣ କଲେ ୧୫ ମାଓବାଦୀ, ମାଓମୁକ୍ତ ହେଲା ରାୟଗଡ଼ା ଜିଲ୍ଲା

ରାୟଗଡ଼ା: ଭୁଶୁଡୁଛି ଲାଲଗଡ଼। ମାଓମୁକ୍ତ ହେଲା ରାୟଗଡ଼ା ଜିଲ୍ଲା । ଆତ୍ମସମର୍ପଣ କରିଛନ୍ତି ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ ହାର୍ଡକୋର ମାଓବାଦୀ । ବାସଧାରା ଘୁମୁସର ନାଗାବଳି ଡିଭିଜନର ମୋଟ ୧୫ଜଣ ମାଓ କ୍ୟାଡର ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି…