୧୫ ସୁଦ୍ଧା ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଯୋଗାଇ ଦିଆଯିବ ମାଗଣା ପୋଷାକ
ଭୁବନେଶ୍ୱର: ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ଆକର୍ଷଣୀୟ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଏଣିକି ସରକାରୀ ବିଦ୍ୟାଳୟରେ ପଢୁଥିବା ‘ଶିଶୁ ବାଟିକା’ର ଛାତ୍ରଛାତ୍ରୀଙ୍କୁ ମଧ୍ୟ ମାଗଣା ପୋଷାକ ଓ ଆନୁଷଙ୍ଗିକ ସାମଗ୍ରୀ ଯୋଗାଇ…