ଇଣ୍ଡିଗୋ ବିମାନ ବିଭ୍ରାଟ, ପରିବର୍ତ୍ତନ ହେଲା କ୍ରିକେଟରଙ୍କ ଗସ୍ତ ସମୟ

ଭୁବନେଶ୍ବର: ଇଣ୍ଡିଗୋ ବିମାନ ବିଭ୍ରାଟ । କ୍ରିକେଟରଙ୍କ ଟ୍ରାଭେଲ ପ୍ଲାନ ପ୍ରଭାବିତ । ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ କିଛି କ୍ରିକେଟରଙ୍କ ଗସ୍ତ ସମୟ ପରିବର୍ତ୍ତନ ହୋଇଥିବା ସୂଚନା ମିଳିଛି । ଇଣ୍ଡିଗୋ ପରିବର୍ତ୍ତେ ସେମାନେ ଏୟାରଇଣ୍ଡିଆ ବିମାନରେ ଭୁବନେଶ୍ବର…

ବାରବାଟୀ ଟିକେଟ ବିକ୍ରି ଶେଷ: ଦିନକରେ ସରିଲା ୧୦ହଜାର ଟିକେଟ୍

କଟକ: ଦିନକରେ ସରିଗଲା ୧୦ହଜାର ଟିକେଟ୍ । ଶେଷ ହେଲା ବାରବାଟୀ ଟିକେଟ ବିକ୍ରି । ଏବେ ଅପେକ୍ଷା ୯ ତାରିଖକୁ । ଫଟାଫଟ ମ୍ୟାଚ୍ ଅପେକ୍ଷାରେ ଦର୍ଶକ । ଯିଏ ପାଇଲା ଖୁସ ଆଉ ଯିଏ ନ ପାଇଲା ମନ…

ବିଜେଡିକୁ ଝଟ୍‌କା: ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଏବଂ ପ୍ରଣିତକାନ୍ତି ସାମଲ ବିଜେପିରେ ମିଶିଛନ୍ତି। ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ଵାଳ, ବନ୍ତ ବ୍ଲକ ଅଧ୍ୟକ୍ଷ…

ବେଆଇନ ପଥର ଗାଡ଼ି ଧରିବାକୁ ଯାଇ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହେଲେ ଦୁଇ ଖଣି ଅଧିକାରୀ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ଅଭାବନୀୟ ଘଟଣା। ମାତିଛନ୍ତି ଖଣି ମାଫିଆ। ସୋର ଥାନା ଦାଣ୍ଡହରିପୁର ଗ୍ରାମରେ ପଥର ଗାଡ଼ି ଧରିବାକୁ ଯାଇଥିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତକାଲି ଅପରାହ୍ନରେ ବାଲେଶ୍ୱର କନିଷ୍ଠ…

ଦୁର୍ଘଟଣାରେ ଦମ୍ପତି ମୃତ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତାରେ ଏକ ବାଇକ୍ ଧକ୍କା ଦେବାରୁ ଜଣେ ଗର୍ଭବତୀ ମହିଳା ଏବଂ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ସେମାନଙ୍କ ଦୁଇ ବର୍ଷର ପୁଅ ଆହତ ହୋଇଥିବା ଜଣାପଡିଛି। ମୃତକଙ୍କ ନାମ ପ୍ରତାପ ମଲ୍ଲିକ…

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ମିଥ୍ୟା ପ୍ରଚାର ବିରୋଧରେ କାର୍ଯ୍ୟାନୁଷ୍ଠାନ: ସାଇବର୍ କ୍ରାଇମ୍ ସେଲ୍‌ରେ ଏଫ୍‌ଆଇଆର୍

ଭୁବନେଶ୍ୱର: ଗତ ନ‌ଭେମ୍ବର ୨୪ରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ନଜରକୁ ଆସିଛି। ସରକାର ଗ୍ରାମ ପଞ୍ଚାୟତ ପିଅନ ନାମରେ ଏକ ପଦବୀ ସୃଷ୍ଟି କରିଛନ୍ତି…

ବିମାନ ଟିକେଟ ଦର ଆକାଶଛୁଆଁ; ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ ଯାତ୍ରା। ଶୁକ୍ରବାର ବିମାନ କମ୍ପାନୀଗୁଡ଼ିକ ଅଚାନକ ଟିକେଟ ଦର ବୃଦ୍ଧି କରିବା ଫଳରେ ଯାତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ପ୍ରାୟ ୮ରୁ ୧୦ ଗୁଣା ପର୍ଯ୍ୟନ୍ତ ଟିକେଟ ଦର ବୃଦ୍ଧି କରିଛନ୍ତି…

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଲେ ପୁଟିନ

ନୂଆଦିଲ୍ଲୀ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି। ଏଥିରେ ଦୁଇ ଦେଶର ନେତା ତଥା ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବହୁ ଗୁରୁତ୍ଵପୂର୍ଣ୍ଣ ଆଲୋଚନା ହୋଇଛି। ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି…

ରାହୁଲଙ୍କୁ ମିଳିଲାନି ଆମନ୍ତ୍ରଣ, ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ କରିବେ ଥରୁର

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର ​‌ଶେଷ ଦିନ। ସାନ୍ଧ୍ୟ ଭୋଜନ ପରେ ରାତି ୯ଟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ସ୍ବଦେଶ ଫେରିଯିବେ। ରାତି ୭ଟାରେ ରାଷ୍ଟ୍ରପତି ଭବନରେ ସାନ୍ଧ୍ୟଭୋଜନର ଆୟୋଜନ ହୋଇଛି। ତେବେ ପୁଟିନଙ୍କ…

ଦୂର ହେବ ସାର ସଙ୍କଟ, ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ନୂଆଦିଲ୍ଲୀ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ ଏବଂ ରୁଷ ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ। ଏ ନେଇ ଦୁଇ ଦେଶ ମଧ୍ୟରେ ଶୁକ୍ରବାର ବୁଝାମଣା ହୋଇଛି। ରୁ​‌ଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୁଇ ଦିନିଆ ଗସ୍ତ…