ଓଡ଼ିଶାରେ ଅର୍ଣ୍ଣବ ପ୍ରଭାବ ସଂପର୍କିତ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ସୃଷ୍ଟି ହୋଇଥିବା ବାତ୍ୟା “ଅର୍ଣ୍ଣବ”ର ଓଡ଼ିଶାରେ ପ୍ରଭାବ ସଂପର୍କିତ ସ୍ଥିତି, ଏହାକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତି ଏବଂ ବିପର୍ଯ୍ୟୟ ପରବର୍ତ୍ତୀ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ( ଏସଆରସି),ଓଡ଼ିଶା ଙ୍କ କାର୍ଯ୍ୟାଳୟରେ ରାଜ୍ୟ…